ଜୁଲାଇରେ ସରୁଛି ୪ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣର ମୁକାବିଲା କାର୍ଯ୍ୟରେ ରାଜ୍ୟ ସରକାର ବ୍ୟସ୍ତ ଥିବାବେଳେ ଆସନ୍ତା ଜୁଲାଇ ମାସରେ ରାଜ୍ୟର ୪ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ଶେଷ ହେଉଛି। ଏହାସହିତ ଅଗଷ୍ଟ ମାସରେ ମଧ୍ୟ ଆଉ ୨ଟି ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ଶେଷ ହେଉଥିବାରୁ ଏହି ସମସ୍ତ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି ଚୟନ ଓ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ନିମନ୍ତେ ରାଜ୍ୟପାଳ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଜୁଲାଇ […]

ramadevi

ramadevi

Manoranjan Sial
  • Published: Saturday, 02 May 2020
  • Updated: 02 May 2020, 06:50 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣର ମୁକାବିଲା କାର୍ଯ୍ୟରେ ରାଜ୍ୟ ସରକାର ବ୍ୟସ୍ତ ଥିବାବେଳେ ଆସନ୍ତା ଜୁଲାଇ ମାସରେ ରାଜ୍ୟର ୪ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ଶେଷ ହେଉଛି। ଏହାସହିତ ଅଗଷ୍ଟ ମାସରେ ମଧ୍ୟ ଆଉ ୨ଟି ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ଶେଷ ହେଉଥିବାରୁ ଏହି ସମସ୍ତ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି ଚୟନ ଓ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ନିମନ୍ତେ ରାଜ୍ୟପାଳ ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଜୁଲାଇ ମାସରେ ୪ଟି ବିଶ୍ୱବିଦ୍ୟାଳୟ ଓ ଅଗଷ୍ଟରେ ଆଉ ୨ଟି ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ ଶେଷ ହେଉଥିବାରୁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ନୂଆ କୁଳପତି ଚୟନ ପ୍ରକ୍ରିୟା ଆରମ୍ଭ ନିମନ୍ତେ ଉଚ୍ଚଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଜୁଲାଇ ମାସରେ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସୌମେନ୍ଦ୍ର ଏମ ପଟ୍ଟନାୟକ, ରମାଦେବୀ ବିଶ୍ୱବିଦ୍ୟାଳୟର କୁଳପତି ପଦ୍ମଜା ମିଶ୍ର, ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଅମରେନ୍ଦ୍ର ନାରାୟଣ ମିଶ୍ର ଓ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଏକେ ପତିଙ୍କ କାର୍ଯ୍ୟକାଳ ଶେଷ ହେଉଛି। ସେହିପରି ଅଗଷ୍ଟ ମାସରେ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଓ ଫକୀରମୋହନ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ମଧ୍ୟ ଶେଷ ହେଉଛି। ରଜ ଛୁଟି ପରେ ଶିକ୍ଷାବର୍ଷ ଆରମ୍ଭ ହେଉଥିବାରୁ ନୂଆ କୁଳପତି ଚୟନ ପ୍ରକ୍ରିୟା ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story