୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ

ବରଗଡ଼(ଓଡ଼ିଶା ରିପୋର୍ଟ): ନାବାଳିକାଙ୍କୁ ଦୁଷ୍କର୍ମ ପରି ଲଜ୍ଜାଜନକ ଘଟଣା ରାଜ୍ୟରେ ଥମିବା ପରିବର୍ତ୍ତେ ବଢିବାରେ ଲାଗିଛି। ଏଥର ଏଭଳି ଏକ ସମ୍ବେଦନଶୀଳ ଅଭିଯୋଗ ଆସିଛି ବରଗଡ ଜିଲ୍ଲା ଅତାବିରା ଥାନା ଅଞ୍ଚଳରୁ। ଏଠାରେ ଜଣେ ୪ ବର୍ଷର ଶିଶୁକନ୍ୟାକୁ ତାର ଜଣେ ସମ୍ପର୍କୀୟ ଭାଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏ ନେଇ ଶିଶୁକନ୍ୟାର ପରିବାର ଲୋକଙ୍କ ଏତଲା କ୍ରମେ ଅଭିଯୁକ୍ତକୁ ଅଟକ ରଖି ପୋଲିସ ପଚରାଉଚୁରା କରୁଛି । ଅଭିଯୁକ୍ତଙ୍କ ପରିବାର ଓ ଶିଶୁକନ୍ୟାଙ୍କ […]

rape-1..

Niharika Rout
  • Published: Saturday, 27 July 2019
  • , Updated: 27 July 2019, 04:04 PM IST

ବରଗଡ଼(ଓଡ଼ିଶା ରିପୋର୍ଟ): ନାବାଳିକାଙ୍କୁ ଦୁଷ୍କର୍ମ ପରି ଲଜ୍ଜାଜନକ ଘଟଣା ରାଜ୍ୟରେ ଥମିବା ପରିବର୍ତ୍ତେ ବଢିବାରେ ଲାଗିଛି। ଏଥର ଏଭଳି ଏକ ସମ୍ବେଦନଶୀଳ ଅଭିଯୋଗ ଆସିଛି ବରଗଡ ଜିଲ୍ଲା ଅତାବିରା ଥାନା ଅଞ୍ଚଳରୁ। ଏଠାରେ ଜଣେ ୪ ବର୍ଷର ଶିଶୁକନ୍ୟାକୁ ତାର ଜଣେ ସମ୍ପର୍କୀୟ ଭାଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।

ଏ ନେଇ ଶିଶୁକନ୍ୟାର ପରିବାର ଲୋକଙ୍କ ଏତଲା କ୍ରମେ ଅଭିଯୁକ୍ତକୁ ଅଟକ ରଖି ପୋଲିସ ପଚରାଉଚୁରା କରୁଛି । ଅଭିଯୁକ୍ତଙ୍କ ପରିବାର ଓ ଶିଶୁକନ୍ୟାଙ୍କ ପରିବାର ପାଖାପାଖି ରହୁଥିଲେ। ଏହାର ସୁଯୋଗ ନେଇ ଅଭିଯୁକ୍ତ ଜଣକ ଶିଶୁକନ୍ୟାକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।

Related story