ବାସି ଖାଦ୍ୟ ଖାଇ ୪୦ ପିଲା ଅସୁସ୍ଥ

ଆଠଗଡ଼(ନୀଳକଣ୍ଠ ଦୋରା): କଟକ ଜିଲ୍ଲା ଆଠଗଡ଼ ବ୍ଲକ୍‌ ପାର୍ବତୀପୁର ଗାଁରେ ବାସି ଖାଦ୍ୟ ଖାଇ ୪୦ରୁ ଊର୍ଦ୍ଧ୍ୱ ଶିଶୁ ଅସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ଅଛି। ସେମାନଙ୍କୁ ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗତକାଲି ପାର୍ବତୀପୁର ଗାଁରେ ରାତିରେ ଏକ ଦଶାହ ଭୋଜି ହୋଇଥିଲା। ଭୋଜିରେ କିଛି ଖାଦ୍ୟ ବଳି ପଡ଼ିଥିଲା। ଏହି ବାସି ଖାଦ୍ୟକୁ ଆଜି ସକାଳେ ପିଲାମାନଙ୍କୁ ଖାଇବାକୁ ଦିଆଯାଇଥିଲା। ଏହି ଖାଦ୍ୟ ଖାଇବା ପରେ ପିଲାମାନଙ୍କୁ ବାନ୍ତି […]

children

children

Jitendra Garnayak
  • Published: Monday, 10 December 2018
  • Updated: 10 December 2018, 02:08 PM IST

Sports

Latest News

ଆଠଗଡ଼(ନୀଳକଣ୍ଠ ଦୋରା): କଟକ ଜିଲ୍ଲା ଆଠଗଡ଼ ବ୍ଲକ୍‌ ପାର୍ବତୀପୁର ଗାଁରେ ବାସି ଖାଦ୍ୟ ଖାଇ ୪୦ରୁ ଊର୍ଦ୍ଧ୍ୱ ଶିଶୁ ଅସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ଅଛି। ସେମାନଙ୍କୁ ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଗତକାଲି ପାର୍ବତୀପୁର ଗାଁରେ ରାତିରେ ଏକ ଦଶାହ ଭୋଜି ହୋଇଥିଲା। ଭୋଜିରେ କିଛି ଖାଦ୍ୟ ବଳି ପଡ଼ିଥିଲା। ଏହି ବାସି ଖାଦ୍ୟକୁ ଆଜି ସକାଳେ ପିଲାମାନଙ୍କୁ ଖାଇବାକୁ ଦିଆଯାଇଥିଲା। ଏହି ଖାଦ୍ୟ ଖାଇବା ପରେ ପିଲାମାନଙ୍କୁ ବାନ୍ତି ଓ ଝାଡ଼ା ହୋଇଥିଲା।

ବାସି ଖାଦ୍ୟ ପାଇଁ ପିଲାମାନେ ଅସୁସ୍ଥ ହୋଇଥିବା ଡାକ୍ତର କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story