ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

ରାୟଗଡ଼ା(ନନ୍ଦକିଶୋର ପଟ୍ଟନାୟକ): ଲଗାଣ ବର୍ଷା ଯୋଗୁଁ ରାୟଗଡ଼ା ଜିଲ୍ଲା ରଘୁବାରି ଘାଟି ଧସିଯାଇଛି। ଘାଟି ଧସି ଯବାରୁ ରଘୁବାରି ଓ ଡିମିରିଗୁଡ଼ା ଅଞ୍ଚଳର ପ୍ରାୟ ୪୦ ଖଣ୍ଡ ଗାଁର ପାଞ୍ଚ ହଜାରରୁ ଅଧିକ ଲୋକ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଯାଇଛନ୍ତି।

(image)

ରଘୁବାରିରୁ ପାତରପଡ଼ା, ହରିପୁର ଓ ଡିମିରିଗୁଡ଼ା ରାସ୍ତା ଧସି ହୋଇ ଯାଇଛି। ଫଳରେ ସ୍ଥାନୀୟ ଅଞ୍ଚଳରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ଅମ୍ବାଦଳାକୁ ଯାଇଥିବା ଲୋକେ ନିଜ ଗାଁକୁ ଫେରି ପାରୁ ନାହାନ୍ତି। ମୁନିଗୁଡ଼ା କିମ୍ବା ଅନ୍ୟ କୌଣସି ସ୍ଥାନକୁ ମଧ୍ୟ ଲୋକେ ଜରୁରୀ କାମରେ ଯାଇ ପାରୁ ନ ଥିବା ଜଣାପଡ଼ିଛି।

https://youtu.be/FtSc38WO24w

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।