ରାଜଧାନୀରୁ ୪୦୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗର ନିଗମରୁ ଆଜି ୪୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଆଜି ୨୭ ନମ୍ବର ୱାର୍ଡରୁ ସର୍ବାଧିକ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୪୮ ନମ୍ବରରୁ ୧୯, ୨ ନମ୍ବର ଓ ୧୯ ନମ୍ବରରୁ ୧୭ ଲେଖାଏଁ, ୪୦ ନମ୍ବର ୱାର୍ଡରୁ ୧୭ ଓ ୩୨ ନମ୍ବର ୱାର୍ଡରୁ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗରରୁ […]

corona-vvirus

corona-vvirus

Tapaswini Nayak
  • Published: Monday, 31 August 2020
  • Updated: 31 August 2020, 05:40 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗର ନିଗମରୁ ଆଜି ୪୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ଆଜି ୨୭ ନମ୍ବର ୱାର୍ଡରୁ ସର୍ବାଧିକ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୪୮ ନମ୍ବରରୁ ୧୯, ୨ ନମ୍ବର ଓ ୧୯ ନମ୍ବରରୁ ୧୭ ଲେଖାଏଁ, ୪୦ ନମ୍ବର ୱାର୍ଡରୁ ୧୭ ଓ ୩୨ ନମ୍ବର ୱାର୍ଡରୁ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଭୁବନେଶ୍ୱର ମହାନଗରରୁ ୨୭୩ ଜଣ ସୁସ୍ଥ ହୋଇଛନ୍ତି ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, ଭୁବନେଶ୍ୱର ମହାନଗରରୁ ୧୦,୪୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬୩୩୪ ଜଣ ସୁସ୍ଥ ହୋଇଛନ୍ତି। ୪୨ ଜଣଙ୍କର ମୃତ୍ୟୁ ଘଟିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story