ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗର ନିଗମରୁ ଆଜି ୪୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।
ଆଜି ୨୭ ନମ୍ବର ୱାର୍ଡରୁ ସର୍ବାଧିକ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୪୮ ନମ୍ବରରୁ ୧୯, ୨ ନମ୍ବର ଓ ୧୯ ନମ୍ବରରୁ ୧୭ ଲେଖାଏଁ, ୪୦ ନମ୍ବର ୱାର୍ଡରୁ ୧୭ ଓ ୩୨ ନମ୍ବର ୱାର୍ଡରୁ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର ମହାନଗରରୁ ୨୭୩ ଜଣ ସୁସ୍ଥ ହୋଇଛନ୍ତି ବୋଲି ସୂଚନା ମିଳିଛି।
ସୂଚନାଯୋଗ୍ୟ, ଭୁବନେଶ୍ୱର ମହାନଗରରୁ ୧୦,୪୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୬୩୩୪ ଜଣ ସୁସ୍ଥ ହୋଇଛନ୍ତି। ୪୨ ଜଣଙ୍କର ମୃତ୍ୟୁ ଘଟିଛି।
Update on newly detected & cured #COVID19 cases in the last 24 hrs under the BMC area on 31st Aug 2020(till 9am).
The ward wise active cases, cured cases are shared. pic.twitter.com/JjOrYFCtGi
— BMC (@bmcbbsr) August 31, 2020
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।