ରାଜ୍ୟରେ ୪୦୭ କରୋନା ଆକ୍ରାନ୍ତ ଚିହ୍ନଟ, ୬ ମୃତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୭୪ଜଣ ୧୮ ବର୍ଷରୁ କମ୍ ବର୍ଗର ଅଛନ୍ତି। ୪୦୭ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୬୯ଟି ହେଉଛି ଲୋକାଲ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୭ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ଦୁଇ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୬, ବରଗଡ଼ରୁ ଜଣେ , ଭଦ୍ରକରୁ ୨, କଟକରୁ […]

Corona1

Corona1

Tapaswini Nayak
  • Published: Monday, 04 October 2021
  • Updated: 04 October 2021, 11:13 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୭୪ଜଣ ୧୮ ବର୍ଷରୁ କମ୍ ବର୍ଗର ଅଛନ୍ତି। ୪୦୭ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୬୯ଟି ହେଉଛି ଲୋକାଲ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୭ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ଦୁଇ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୬, ବରଗଡ଼ରୁ ଜଣେ , ଭଦ୍ରକରୁ ୨, କଟକରୁ ୬୩, ଦେବଗଡ଼ରୁ ୨, ଜଗତସିଂହପୁରରୁ ୧୮, ଯାଜପୁରରୁ ୧୭, କଳାହାଣ୍ଡି ୩, କେନ୍ଦ୍ରାପଡ଼ାରୁ ୧୦, କୋରାପୁଟରୁ ୩, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨୬, ନୟାଗଡ଼ରୁ ୫, ପୁରୀରୁ ୧୯, ସମ୍ବଲପୁରର ୧୧, ସୁନ୍ଦରଗଡ଼ରୁ ୨ ଓ ଷ୍ଟେଟ୍ ପୁଲ୍‌ରୁ ୩୯ ଜଣ ଅଛନ୍ତି।

ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୮,୩୬୬ କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୦,୧୫,୦୧୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୫୦୭୫ ଜଣ ଚିକିତ୍ସାଧୀନ ଅଛନ୍ତି।

ସେହିଭଳି କରୋନାରେ ପ୍ରାଣ ହରାଇଥିବା ଆଉ ୬ଜଣଙ୍କ ସଂପର୍କରେ ସରକାର ସୂଚନା ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୨୨୦କୁ ବୃଦ୍ଧି ପାଇଛି।  ଖୋର୍ଦ୍ଧାରୁ ୫ ଜଣ ଆକ୍ରାନ୍ତ ଆଖି ବୁଜିଥିବା ବେଳେ କଟକରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story