ମୋହନା (ମିହିର ଜତି): ନାଁ ପାତ୍ରିକ ବୀର। ଘର ଗଜପତି ଜିଲ୍ଲା ଆର.ଉଦୟଗିରି ଥାନା ଅନ୍ତର୍ଗତ ଆତଲିମା ଗାଁରେ। ଆଜି ଭୋରରେ ସେ ଏକ ବସ୍ତା ଧରି ଗାଁ ନିକଟସ୍ଥ ରାସ୍ତା କଡ଼ରେ ଛିଡ଼ା ହୋଇଥିଲେ। ତେବେ ଡେକାପଲ୍ଲୀ ଓ କିରମା ଅଞ୍ଚଳରେ ପାଟ୍ରୋଲିଂ ସାରି ଫେରୁଥିବା ପୁଲିସ୍ ଟିମ୍ର କାହିଁକି କେଜାଣି ବୀରଙ୍କ ଉପରେ ସନ୍ଦେହ ହେଲା। ସେମାନେ ତାଙ୍କ ନିକଟରେ ଅଟକି ଥିଲେ ଓ ବସ୍ତାଟିକୁ ଯାଞ୍ଚ କରିଥିଲେ। ଆଉ ବୀରଙ୍କର ସବୁ ଚାଲାକି ଧରା ପଡ଼ି ଯାଇଥିଲା। କାରଣ ସେଥିରେ ଗଞ୍ଜେଇ ଥିଲା। ପୁଲିସ୍ ଏହି ଗଞ୍ଜେଇକୁ ଜବତ କରିଛି। ଏହାର ଆନୁମାନିକ ମୂଲ୍ୟ ୮୦ ହଜାର ଟଙ୍କା ହେବ ବୋଲି ଜଣାପଡ଼ିଛି।
ବୀର ବସ୍ ଅବା କୌଣସି ଗାଡ଼ିରେ ଲଦି ଚାଲାଣ କରିବାକୁ ଯୋଜନା କରିଥିଲେ। ତେବେ ପାଟ୍ରୋଲିଂ ପୁଲିସ୍ ତାଙ୍କର ସବୁ ଯୋଜନା ପଣ୍ଡ କରିଦେଲା।
ପୁଲିସ୍ ଏନେଇ ଏକ ମାମଲା ରୁଜୁ କରିଥିବା ବେଳେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।