ସ୍ଥଗିତ ରହିଲା ମ୍ୟାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହୋଇଥିବା ମ୍ୟାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ପ୍ରକ୍ରିୟାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। କରୋନା ଭାଇରସ ବ୍ୟାପିବାକୁ ହ୍ରାସ ନିମନ୍ତେ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସରକାରଙ୍କ ଆଇଇସି ମୁଖ୍ୟ ତଥା ମୁଖପାତ୍ର ସୁବ୍ରତୋ ବାଗଚୀ ଏହି ସୂଚନା ଦେଇଛନ୍ତି। ଆଜି ସାମ୍ବାଦିକ ସମ୍ମିଳନୀରେ ଡଃ ବାଗଚୀ କହିଛନ୍ତି ଯେ, ମ୍ୟାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ପ୍ରକ୍ରିୟାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। କେବେଠୁ ପୁଣିଥରେ […]

Matric

Matric

Manoranjan Sial
  • Published: Thursday, 19 March 2020
  • Updated: 19 March 2020, 05:01 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହୋଇଥିବା ମ୍ୟାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ପ୍ରକ୍ରିୟାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। କରୋନା ଭାଇରସ ବ୍ୟାପିବାକୁ ହ୍ରାସ ନିମନ୍ତେ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସରକାରଙ୍କ ଆଇଇସି ମୁଖ୍ୟ ତଥା ମୁଖପାତ୍ର ସୁବ୍ରତୋ ବାଗଚୀ ଏହି ସୂଚନା ଦେଇଛନ୍ତି।
ଆଜି ସାମ୍ବାଦିକ ସମ୍ମିଳନୀରେ ଡଃ ବାଗଚୀ କହିଛନ୍ତି ଯେ, ମ୍ୟାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ପ୍ରକ୍ରିୟାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। କେବେଠୁ ପୁଣିଥରେ ଏହା ଆରମ୍ଭ ହେବ ତାହା ପରବର୍ତ୍ତୀ ସମୟରେ ସରକାରଙ୍କ ପକ୍ଷରୁ ସୂଚନା ଦିଆଯିବ।

ସୂଚନାଯୋଗ୍ୟ, ଆଜିଠୁ ରାଜ୍ୟର ୬୧ଟି ପରୀକ୍ଷା ଖାତା ମୂଲ୍ୟାୟନ କେନ୍ଦ୍ରରେ ପ୍ରାୟ ୧୬ହଜାର ଶିକ୍ଷକଶିକ୍ଷୟିତ୍ରୀଙ୍କ ଦ୍ୱାରା ପରୀକ୍ଷା ଖାତା ଆରମ୍ଭ ହୋଇଥିଲା। କରୋନା ଭାଇରସକୁ ଦୃଷ୍ଟିରେ ରଖି ପରୀକ୍ଷା ଖାତା ମୂଲ୍ୟାୟନ କେନ୍ଦ୍ରରେ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ନିଆଯାଇଥିଲା । ଏପରିକି ୩ଟି ସିଫ୍ଟରେ ଶିକ୍ଷକମାନଙ୍କୁ ସକାଳ ସାଢ଼େ ୮ଟାରୁ ଅପରାହ୍ନ ସାଢ଼େ ୪ଟା ପର୍ଯ୍ୟନ୍ତ ଖାତା ମୂଲ୍ୟାୟନ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story