ରାଜ୍ୟରେ ୪ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ, ସୁନ୍ଦରଗଡ଼ରେ ୭୦୦ରୁ ଅଧିକ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ଆଜି ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୪ ହଜାର ଟପି ଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ଦିଆଯାଇଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ୪,୪୪୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨,୫୭୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧,୮୭୧ଟି ହେଉଛି ଲୋକାଲ୍ କେସ୍‌। ସେହିପରି ଆଉ ୪ ଜଣଙ୍କର ମୃତ୍ୟୁ ଘଟିଛି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୭୨୨ ଜଣ ଚିହ୍ନଟ […]

Corona

Corona

Jitendra Garnayak
  • Published: Monday, 19 April 2021
  • Updated: 19 April 2021, 01:20 PM IST

Sports

Latest News

ଭୁବନେଶ୍ୱର: ରାଜ୍ୟରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ଆଜି ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୪ ହଜାର ଟପି ଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ଦିଆଯାଇଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ୪,୪୪୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨,୫୭୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧,୮୭୧ଟି ହେଉଛି ଲୋକାଲ୍ କେସ୍‌। ସେହିପରି ଆଉ ୪ ଜଣଙ୍କର ମୃତ୍ୟୁ ଘଟିଛି।

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୭୨୨ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୫୮୭, ନୂଆପଡ଼ାରୁ ୪୩୭, କଳାହାଣ୍ଡିରୁ ୨୭୩, କଟକରୁ ୨୫୧, ସମ୍ବଲପୁରରୁ ୨୪୧, ଝାରସୁଗୁଡ଼ାରୁ ୨୩୧ ଓ ପୁରୀରୁ ୨୧୯ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୮୭ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୨୩, ବରଗଡ଼ରୁ ୧୭୮, ଭଦ୍ରକରୁ ୪୩, ବଲାଙ୍ଗିରରୁ ୧୬୮, ବୌଦ୍ଧରୁ ୨୧, ଦେବଗଡ଼ରୁ ୩୫, ଢେଙ୍କାନାଳରୁ ୨୦, ଗଜପତିରୁ ୧୦, ଗଞ୍ଜାମରୁ ୬୨, ଜଗତସିଂହପୁରରୁ ୩୩, ଯାଜପୁରରୁ ୫୮, କନ୍ଧମାଳରୁ ୨୯, କେନ୍ଦ୍ରାପଡ଼ାରୁ ୩୫, କେନ୍ଦୁଝରରୁ ୭୫, କୋରାପୁଟରୁ ୨୧, ମାଲକାନଗିରିରୁ ୯, ମୟୂରଭଞ୍ଜରୁ ୧୦୦, ନବରଙ୍ଗପୁରରୁ ୧୨୭, ନୟାଗଡ଼ରୁ ୫୦, ରାୟଗଡ଼ାରୁ ୫୩ ଓ ସୋନପୁର ଜିଲ୍ଲାରୁ ୨୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୧୨୫ ଜଣ ଚିହ୍ନଟ ହୋଇଛନ୍ତି।

୪୪୪୫ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୭୨,୭୦୩ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୩,୪୬,୧୩୪ ଜଣ ସୁସ୍ଥ ହୋଇସାରିଛନ୍ତି। ୨୪,୫୬୮ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଉ ୪ ଜଣଙ୍କ ମୃତ୍ୟୁ ଗଟିବା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୪୮ରେ ପହଞ୍ଚିଯାଇଛି। ଏହି ୪ଟି ନୂଆ ମୃତ୍ୟୁ ମାମଲା ମଧ୍ୟରୁ ୨ଟି ସୁନ୍ଦରଗଡ଼ ଜିଲ୍ଲାର ହୋଇଥିବା ବେଳେ ଗୋଟିଏ ଲେଖାଏଁ ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story