ଥମିବା ନାଁ ଧରୁନି; ରାଜ୍ୟରେ ଆଖି ବୁଜିଲେ ୪୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ  କମୁନି କରୋନା ମୃତ୍ୟୁ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆଜି ଆସିଥିବା ରିପୋର୍ଟ ଅନୁଯାୟୀ ଆଉ ୪୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୬୩କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୫ ଜଣ କେବଳ ଭୁବନେଶ୍ୱରର। ଏହା ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୬କୁ ବୃଦ୍ଧି […]

Corona

Corona

Niharika Rout
  • Published: Thursday, 01 July 2021
  • Updated: 01 July 2021, 12:58 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ  କମୁନି କରୋନା ମୃତ୍ୟୁ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆଜି ଆସିଥିବା ରିପୋର୍ଟ ଅନୁଯାୟୀ ଆଉ ୪୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୬୩କୁ ବୃଦ୍ଧି ପାଇଛି।

ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୫ ଜଣ କେବଳ ଭୁବନେଶ୍ୱରର। ଏହା ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୬କୁ ବୃଦ୍ଧି ପାଇଛି।

ନୟାଗଡ଼ ଓ ପୁରୀ ଜିଲ୍ଲାରେ ୫ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ ଓ କେନ୍ଦୁଝରରେ ୪ ଜଣ ଲେଖାଏଁ, ବରଗଡ଼ ଓ ସୁନ୍ଦରଗଡ଼ରେ ୩ ଜଣ ଲେଖାଏଁ ଏବଂ ଅନୁଗୋଳ, ସମ୍ବଲପୁର ଓ କଟକ ଜିଲ୍ଲାରେ ୨ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଛି। ସେହିପରି ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, ମୟୂରଭଞ୍ଜ ଓ ନବରଙ୍ଗପୁର ଜିଲ୍ଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ନୂଆ ମୃତ୍ୟୁ ମାମଲା ଆସିବା ପରେ ଅନୁଗୋଳ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଥିବା ବେଳେ ବାଲେଶ୍ୱରରେ ୧୩୨, ବରଗଡ଼ରେ ୧୪୧, କଟକରେ ୨୮୭, ଢେଙ୍କାନାଳରେ ୬୫, ଗଞ୍ଜାମରେ ୩୪୧, ଯାଜପୁରରେ ୪୨, ଝାରସୁଗୁଡ଼ାରେ ୧୨୩, କେନ୍ଦୁଝରରେ ୭୨, ମୟୂରଭଞ୍ଜରେ ୧୨୯, ନବରଙ୍ଗପୁରରେ ୪୫, ନୟାଗଡ଼ରେ ୯୯, ପୁରୀରେ ୨୩୪, ସମ୍ବଲପୁରରେ ୧୨୧ ଓ ସୁନ୍ଦରଗଡ଼ ଜିଲ୍ଲାରେ ୩୫୬କୁ ବୃଦ୍ଧି ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story