ରାଜ୍ୟରେ ଆଜି ବି ୫ଶହ ମୁହାଁ କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୫୦୦ ମୁହାଁ ଥିବା ବେଳେ ଗତକାଲି ଅପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କିନ୍ତୁ ୯ କମିଛି।  ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଗରେ ରହିଛି ଖୋର୍ଦ୍ଧା ଜିଲ୍ଲା।  ଏହି ଜିଲ୍ଲାରୁ ସର୍ବାଧିକ  ୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ରୁ  ୭୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୭୧, କଳାହାଣ୍ଡିରୁ  ୨୯, କଟକରୁ ୨୬ ଆକ୍ରାନ୍ତ ଚିହ୍ନଟ […]

corona

corona

Niharika Rout
  • Published: Saturday, 03 April 2021
  • Updated: 03 April 2021, 02:39 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୫୦୦ ମୁହାଁ ଥିବା ବେଳେ ଗତକାଲି ଅପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା କିନ୍ତୁ ୯ କମିଛି।  ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଗରେ ରହିଛି ଖୋର୍ଦ୍ଧା ଜିଲ୍ଲା।  ଏହି ଜିଲ୍ଲାରୁ ସର୍ବାଧିକ  ୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସୁନ୍ଦରଗଡ଼ରୁ  ୭୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୭୧, କଳାହାଣ୍ଡିରୁ  ୨୯, କଟକରୁ ୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବରଗଡ଼ରୁ ୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଝାରସୁଗୁଡ଼ାରୁ ୧୭, ଷ୍ଟେଟ୍ ପୁଲ୍ରୁ ୧୬, ବଲାଙ୍ଗିରରୁ ୧୫, ଗଞ୍ଜାମରୁ ୧୩, ଅନୁଗୁଳରୁ - ୧୨, ପୁରୀରୁ ୧୧, ମୟୂରଭଞ୍ଜରୁ ୧୦ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ସମ୍ବଲପୁରରୁ ୧୦, ଯାଜପୁର ଓ ନବରଙ୍ଗପୁରରୁ ୮ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୨ ହଜାର ୨୨୪କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ୍‌ ୨ ହଜାର ୮୨୦ ରହିଛି।  ସେହିପରି କୋଭିଡରୁ ସୁସ୍ଥ ହେଲେଣି ୩ ଲକ୍ଷ ୩୭ ହଜାର ୪୩୦ ଆକ୍ରାନ୍ତ । ଏପଟେ ମାଲକାନଗିରି ସୀମାରେ ଯାଞ୍ଚ କଡାକଡି କରିଛି ଜିଲ୍ଲା ପ୍ରଶାସନ । ମାଲକାନଗିରି ଜିଲ୍ଲା ୪ଟି ରାଜ୍ୟର ସୀମାରେ ରହିଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି । ସୀମା ଦେଇ ଆସୁଥିବା ଗାଡି ଉପରେ ନଜର ରଖିବା ସହ ଯାତ୍ରୀଙ୍କ ସମସ୍ତ ତଥ୍ୟ ସଂଗ୍ରହ କରାଯାଉଛି।

ସୂଚନାଯୋଗ୍ୟ, ଗତକାଲି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬୧ ଥିବା ବେଳେ ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୮୬ ପଜିଟିଭ ଚିହ୍ନଟ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story