କଟକ ସହରରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି

କଟକ(ଓଡ଼ିଶା ରିପୋର୍ଟର): କଟକ ସହରରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି ତିଆରି ହୋଇଛି। RMRC ପକ୍ଷରୁ କରାଯାଇଥିବା ସେରୋ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ସେରୋ ସର୍ଭେ ନେଇ RMRC ନିର୍ଦ୍ଦେଶିକା ସଂଘମିତ୍ରା ପତି ଏନେଇ ସୂଚନା ଦେଇଛନ୍ତି। କରୋନାକୁ ନେଇ କଟକ ସହରରେ ମୋଟ ୨୨୭୪ ଜଣଙ୍କ ଠାରୁ ସାମ୍ପଲ ନିଆଯାଇଥିଲା।୨୫ଟି ୱାର୍ଡରୁ ୧୬୩୪, ସମ୍ବେଦନଶୀଳ ଗୋଷ୍ଠୀରୁ ୬୪୦ ସାମ୍ପଲ ନିଆଯାଇଥିଲା। ୨୫ଟି ୱାର୍ଡରୁ ସଂଗୃହୀତ ସାମ୍ପଲରୁ ୪୧.୦୮% ଆଣ୍ଟିବଡି ତିଆରି ହୋଇଛି। ସମ୍ବେଦନଶୀଳ […]

sanghamitra-pati

sanghamitra-pati

Tapas Behera
  • Published: Thursday, 12 November 2020
  • Updated: 12 November 2020, 05:01 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): କଟକ ସହରରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି ତିଆରି ହୋଇଛି। RMRC ପକ୍ଷରୁ କରାଯାଇଥିବା ସେରୋ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି।

ସେରୋ ସର୍ଭେ ନେଇ RMRC ନିର୍ଦ୍ଦେଶିକା ସଂଘମିତ୍ରା ପତି ଏନେଇ ସୂଚନା ଦେଇଛନ୍ତି। କରୋନାକୁ ନେଇ କଟକ ସହରରେ ମୋଟ ୨୨୭୪ ଜଣଙ୍କ ଠାରୁ ସାମ୍ପଲ ନିଆଯାଇଥିଲା।୨୫ଟି ୱାର୍ଡରୁ ୧୬୩୪, ସମ୍ବେଦନଶୀଳ ଗୋଷ୍ଠୀରୁ ୬୪୦ ସାମ୍ପଲ ନିଆଯାଇଥିଲା। ୨୫ଟି ୱାର୍ଡରୁ ସଂଗୃହୀତ ସାମ୍ପଲରୁ ୪୧.୦୮% ଆଣ୍ଟିବଡି ତିଆରି ହୋଇଛି। ସମ୍ବେଦନଶୀଳ ଗୋଷ୍ଠୀରୁ ସଂଗୃହୀତ ସାମ୍ପଲରୁ ୫୬.୪% ଆଣ୍ଟିବଡି ତିଆରି ହୋଇଛି। ୧୬ ନଂ ୱାର୍ଡରୁ ସର୍ବନିମ୍ନ ୨୨%, ୪୭ ନଂ ୱାର୍ଡରୁ ସର୍ବାଧିକ ୬୭% ଆଣ୍ଟିବଡି ତିଆରି ହୋଇଛି। ସେହିପରି ଅଳ୍ପ ବୟସ୍କଙ୍କ ଭିତରେ ଆଣ୍ଟିବଡି ବେଶି ବିକଶିତ ହୋଇଛି ବୋଲି RMRC ନିର୍ଦ୍ଦେଶିକା ସଂଘମିତ୍ରା ପତି କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story