ମାଡ଼ି ଚାଲିଛି ମହାମାରୀ; ରାଜ୍ୟରେ ଚିହ୍ନଟ ହେଲେ ୪୬୧ ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ମାଡ଼ି ଚାଲିଚାଲିଛି ମହାମାରୀ। ଆଖି ପିଛୁଳାକେ ମାରୁଛି ଲମ୍ବ ଡିଆଁ।  ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୬୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୨୭୨ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍‌ ହେଉଛି ୧୮୯। ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୮୬ ପଜିଟିଭ ଚିହ୍ନଟ ହୋଇଥିବା ବେଳେ  ଖୋର୍ଦ୍ଧାରୁ ୬୯, ସୁନ୍ଦରଗଡ଼ରୁ ୬୨, କଳାହାଣ୍ଡିରୁ ୩୬, ବରଗଡ଼ରୁ ୩୨  ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୧,୭୭୨ରେ ପହଞ୍ଚିଥିବା ବେଳେ ୩,୩୭,୨୧୨ଜଣ […]

Corona

Niharika Rout
  • Published: Friday, 02 April 2021
  • , Updated: 02 April 2021, 06:04 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ମାଡ଼ି ଚାଲିଚାଲିଛି ମହାମାରୀ। ଆଖି ପିଛୁଳାକେ ମାରୁଛି ଲମ୍ବ ଡିଆଁ।  ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୬୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୨୭୨ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍‌ ହେଉଛି ୧୮୯।

ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୮୬ ପଜିଟିଭ ଚିହ୍ନଟ ହୋଇଥିବା ବେଳେ  ଖୋର୍ଦ୍ଧାରୁ ୬୯, ସୁନ୍ଦରଗଡ଼ରୁ ୬୨, କଳାହାଣ୍ଡିରୁ ୩୬, ବରଗଡ଼ରୁ ୩୨  ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୧,୭୭୨ରେ ପହଞ୍ଚିଥିବା ବେଳେ ୩,୩୭,୨୧୨ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ୨୫୬୮ ଆକ୍ଟିଭ କେସ୍‌ ରହିଛି।