ରାଜ୍ୟରେ ୪୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରେ ସର୍ବାଧିକ ୮୫ ଜଣ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୭୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି। ୪୭୧ ଜଣଙ୍କ ମଧ୍ୟରୁ ୨୭୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୯୩ଟି ହେଉଛି ଲୋକାଲ୍ କେସ୍‌। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮୫ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୫୦, ନୂଆପଡ଼ାରୁ ୪୨, ଖୋର୍ଦ୍ଧାରୁ ୪୦ ଓ ବଲାଙ୍ଗିରରୁ ୩୬ ଜଣ ଚିହ୍ନଟ […]

Corona

Corona

Jitendra Garnayak
  • Published: Sunday, 04 April 2021
  • Updated: 04 April 2021, 03:05 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୭୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି।

୪୭୧ ଜଣଙ୍କ ମଧ୍ୟରୁ ୨୭୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୯୩ଟି ହେଉଛି ଲୋକାଲ୍ କେସ୍‌।

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮୫ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୫୦, ନୂଆପଡ଼ାରୁ ୪୨, ଖୋର୍ଦ୍ଧାରୁ ୪୦ ଓ ବଲାଙ୍ଗିରରୁ ୩୬ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୫, ବରଗଡ଼ରୁ ୫, ଭଦ୍ରକରୁ ୬, କଟକରୁ ୨୨, ଢେଙ୍କାନାଳରୁ ଜଣେ, ଗଜପତିରୁ ୨, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୧୧, ଝାରସୁଗୁଡ଼ାରୁ ୨୩, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ଜଣେ, କୋରାପୁଟରୁ ୭, ମୟୂରଭଞ୍ଜରୁ ୧୬, ନବରଙ୍ଗପୁରରୁ ୧୭, ନୟାଗଡ଼ରୁ ୪, ପୁରୀରୁ ୧୪, ରାୟଗଡ଼ାରୁ ୮, ସମ୍ବଲପୁରରୁ ୨୭ ଓ ସୋନପୁର ଜିଲ୍ଲାରୁ ୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

୪୭୧ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୨,୬୯୫ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୩୭,୬୩୫ ଜଣ ସୁସ୍ଥ ହୋଇସାରିଲେଣି। ୩୦୮୫ ଜଣ ଚିକିତ୍ସାଧୀନ ଅଛନ୍ତି।

ରାଜ୍ୟରେ କରୋନାରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି। ସେ ଜଣେ ମହିଳା। ସେ ଖୋର୍ଦ୍ଧା ଜିଲ୍ଲାର। ତାଙ୍କୁ ୨୯ ବର୍ଷ ହୋଇଥିଲା। ସେ ସିକଲ୍‌ସେଲ୍‌ ରୋଗରେ ମଧ୍ୟ ପୀଡ଼ିତ ଥିଲେ। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୨୨ ହୋଇଛି।

ଏହା ସହିତ ଲଗାତାର ତିନି ଦିନ ଧରି ରାଜ୍ୟରେ ଦୈନିକ ସଂକ୍ରମଣ ୪୫୦ ଉପରେ ରହିଛି। ଗତ ଦୁଇ ଦିନ ଧରି ଆସିଥିବା ରିପୋର୍ଟରେ ଏହି ସଂଖ୍ୟା ଯଥାକ୍ରମେ ୪୬୧ ଓ ୪୫୨ ରହିଥିଲା।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ଦେଶରେ ରେକର୍ଡ ସଂଖ୍ୟକ ୯୩ ହଜାର ୨୯୪ଟି ନୂଆ ମାମଲା ସାମ୍ନାକୁ ଆସିଛି। ଦୈନିକ କରୋନ ପଜିଟିଭ ଚିହ୍ନଟ ମାମଲାରେ ଏହା ଚଳିତ ବର୍ଷର ସର୍ବାଧିକ। ସେହିପରି ଦିନକରେ କରୋନାରେ ଆକ୍ରାନ୍ତ ହୋଇ ୫୧୩ ଜଣଙ୍କ ମୃତ୍ୟୁ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story