୪୭୮ କରୋନା ଆକ୍ରାନ୍ତ ମଧ୍ୟରେ ୫୭ଜଣ ଛୁଆ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୭୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୭ ଜଣ ୧୮ ବର୍ଷରୁ କମ୍ ବର୍ଗର। ୪୭୮ ସଂକ୍ରମିତଙ୍କ ମଧ୍ୟରୁ ୨୮୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୯୭ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନୁଗୋଳରୁ  ୭ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୫, ଭଦ୍ରକରୁ ୪, କଟକରୁ ୫୭, ଢେଙ୍କାନାଳରୁ ୧୨, […]

Corona

Corona

Tapaswini Nayak
  • Published: Saturday, 02 October 2021
  • Updated: 02 October 2021, 11:19 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୭୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୭ ଜଣ ୧୮ ବର୍ଷରୁ କମ୍ ବର୍ଗର। ୪୭୮ ସଂକ୍ରମିତଙ୍କ ମଧ୍ୟରୁ ୨୮୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୯୭ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଅନୁଗୋଳରୁ  ୭ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୫, ଭଦ୍ରକରୁ ୪, କଟକରୁ ୫୭, ଢେଙ୍କାନାଳରୁ ୧୨, ଗଜପତି ୨, ଗଞ୍ଜାମ ୩,  ଜଗତସିଂହପୁରରୁ ୨୯, ଯାଜପୁରରୁ ୧୬, ଝାରସୁଗୁଡ଼ାରୁ ୭, କଳାହାଣ୍ଡିରୁ ଜଣେ,କେନ୍ଦ୍ରାପଡ଼ାରୁ ୩ ଓ କେନ୍ଦୁଝରରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ମାଲକାନଗିରି ଜଣେ, ମୟୂରଭଞ୍ଜ ୧୩, ନୟାଗଡ଼ ୨, ପୁରୀ ୧୪, ସମ୍ବଲପୁର ୧୨,ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୦ ଓ ଷ୍ଟେଟପୁଲରୁ ୪୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୭,୪୩୧କୁ  ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧୦,୧୩,୮୩ ୩ ସୁସ୍ଥ ହୋଇ ସାରିଥିବା ବେଳେ ୫,୩୩୬ଜଣ ଚିକିତ୍ସାଧୀନ ଅଛନ୍ତି।

କରୋନାରେ ପ୍ରାଣ ହରାଇଥିବା ଆଉ ୭ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୨୦୯ ବୃଦ୍ଧି ପାଇଛି। ଏହି ୭ଜଣଙ୍କ ମଧ୍ୟରେ ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ  ଆକ୍ରାନ୍ତ ଆଖି ବୁଜିଥିବା ବେଳେ ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡ଼ାରୁ ଜଣେ  ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story