ମଙ୍ଗଳବାର ପୂର୍ବରୁ ୪୮ଲକ୍ଷ ହିତାଧିକାରୀଙ୍କୁ ମିଳିବ ଶୀତ ସହାୟତା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ମଙ୍ଗଳବାର ଅର୍ଥାତ ଡିସେମ୍ବର ପହିଲା ପୂର୍ବରୁ ରାଜ୍ୟର ସମସ୍ତ ୪୮ଲକ୍ଷ ହିତାଧିକାରୀଙ୍କୁ କମ୍ବଳ ବାବଦରେ ୩୦୦ଟଙ୍କା ଲେଖାଏଁ ସହାୟତା ମିଳିବ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ଦ୍ଦେଶ ଦେବା ସହ ରାଜ୍ୟ ସରକାର ମୋଟ ୧୪୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଖୋଲା […]

money

money

Ordigital Desk
  • Published: Friday, 25 November 2022
  • Updated: 25 November 2022, 08:08 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ମଙ୍ଗଳବାର ଅର୍ଥାତ ଡିସେମ୍ବର ପହିଲା ପୂର୍ବରୁ ରାଜ୍ୟର ସମସ୍ତ ୪୮ଲକ୍ଷ ହିତାଧିକାରୀଙ୍କୁ କମ୍ବଳ ବାବଦରେ ୩୦୦ଟଙ୍କା ଲେଖାଏଁ ସହାୟତା ମିଳିବ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ଦ୍ଦେଶ ଦେବା ସହ ରାଜ୍ୟ ସରକାର ମୋଟ ୧୪୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ଡିସେମ୍ବର ପହିଲା ସୁଦ୍ଧା ହିତାଧିକାରୀଙ୍କୁ ଶୀତ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ଖୋଲା ଆକାଶ ତଳେ ଯେପରି କେହି ନରହିବେ ସେଥିପାଇଁ ଧ୍ୟାନ ଦେବାକୁ ମଧ୍ୟ ଅଫିସରମାନଙ୍କୁ କଡ଼ା ତାଗିଦ୍ କରିଛନ୍ତି । ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଲହରୀ ଓ ଗରିବ ଲୋକଙ୍କୁ ଶୀତ ସହାୟତା ଯୋଗାଇବା ସଂକ୍ରାନ୍ତ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହି ନିର୍ଦ୍ଦେଶ ଦେଇଛନ୍ତି । ଉଭୟ ମଧୁବାବୁ ପେନସନ ଓ ଜାତୀୟ ପେନସନ ଯୋଜନାର ୪୮ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଏହି ଶୀତ ସହାୟତା ରାଜ୍ୟ ସରକାର ଯୋଗାଇ ଦେବେ।

ଶୀତର ପ୍ରକୋପକୁ ଦୃଷ୍ଟିରେ ରଖି ଗରିବ ଲୋକ ବିଶେଷ କରି ବରିଷ୍ଠ ନାଗରିକଙ୍କ ସୁରକ୍ଷିତ ରଖିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ନଭେମ୍ବର ୩୦ ଓ ଡିସେମ୍ବର ୧ ତାରିଖ ଏହି ଦୁଇଦିନ ମଧ୍ୟରେ ରାଜ୍ୟର ସବୁ ହିତାଧିକାରୀଙ୍କୁ ଶୀତ ସହାୟତା ଯୋଗାଇ ଦେବାକୁ ପଦକ୍ଷେପ ନିଆଯିବ । ଏବେସୁଦ୍ଧା ରାଜ୍ୟରେ ୮୫୫ଟି ଯାତ୍ରୀ ଆଶ୍ରୟସ୍ଥଳୀ ଖୋଲାଯାଇଥିବାବେଳେ ଆବଶ୍ୟକସ୍ଥଳେ ପଂଚାୟତ ଅଫିସ ଓ ସ୍କୁଲ ଘରଗୁଡ଼ିକୁ ମଧ୍ୟ ରାତ୍ରି ଆଶ୍ରୟସ୍ଥଳୀ ଭାବେ ବ୍ୟବହାର କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି । ଏହି ସମୀକ୍ଷା ବୈଠକରେ ମୁଖ୍ୟସଚିବ, ଉନ୍ନୟନ କମିଶନର ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ରାଜ୍ୟ ସରକାର ପ୍ରତି ଦୁଇବର୍ଷରେ ମାସିକ ଭତ୍ତା ପାଉଥିବା ହିତାଧିକାରୀମାନଙ୍କୁ ଗ୍ରୀଷ୍ମ ଓ ଶୀତକାଳୀନ ସହାୟତା ଯୋଗାଇ ଦେଇଥାନ୍ତି । ଚଳିତ ଶୀତ ଋତୁରେ ମାସିକ ଭତ୍ତାଧାରୀଙ୍କୁ ଏହି ଶୀତ ସହାୟତା ପ୍ରଦାନ କରାଯିବ ବୋଲି ଗତ ସପ୍ତାହରେ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story