ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ହଜାରରୁ କମ୍ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪,୮୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୬୬୩ ଜଣ ଅଛନ୍ତି। ସେହିପରି ୨,୮୧୫ ଜଣ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୨,୦୨୮ଟି ସ୍ଥାନୀୟ ସଂକ୍ରମଣ। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୨୩ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୫୮, ବାଲେଶ୍ୱରରୁ ୧୫୨, ବରଗଡ଼ରୁ ୮୦, ଭଦ୍ରକରୁ ୬୦, ବଲାଙ୍ଗିରରୁ ୯୫, […]

Corona Test

Corona Test

Jitendra Garnayak
  • Published: Sunday, 30 January 2022
  • Updated: 30 January 2022, 10:52 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪,୮୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୬୬୩ ଜଣ ଅଛନ୍ତି। ସେହିପରି ୨,୮୧୫ ଜଣ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୨,୦୨୮ଟି ସ୍ଥାନୀୟ ସଂକ୍ରମଣ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୨୩ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୫୮, ବାଲେଶ୍ୱରରୁ ୧୫୨, ବରଗଡ଼ରୁ ୮୦, ଭଦ୍ରକରୁ ୬୦, ବଲାଙ୍ଗିରରୁ ୯୫, ବୌଦ୍ଧରୁ ୪୯, କଟକରୁ ୩୭୯, ଦେବଗଡ଼ରୁ ୭୩, ଢେଙ୍କାନାଳରୁ ୪୫, ଗଜପତିରୁ ୬୨, ଗଞ୍ଜାମରୁ ୬୭, ଜଗତସିଂହପୁରରୁ ୧୦୦, ଯାଜପୁରରୁ ୧୬୬, ଝାରସୁଗୁଡ଼ାରୁ ୬୧, କଳାହାଣ୍ଡିରୁ ୧୫୮, କନ୍ଧମାଳରୁ ୫୨, କେନ୍ଦ୍ରାପଡ଼ାରୁ ୭୦, କେନ୍ଦୁଝରରୁ ୮୧, କୋରାପୁଟରୁ ୫୦, ମାଲକାନଗିରିରୁ ୧୮, ମୟୂରଭଞ୍ଜରୁ ୧୫୨, ନବରଙ୍ଗପୁରରୁ ୧୩୭, ନୟାଗଡ଼ରୁ ୧୯୪ ନୂଆପଡ଼ାରୁ ୧୬୬, ପୁରୀରୁ ୭୨, ରାୟଗଡ଼ାରୁ ୯୯, ସମ୍ବଲପୁରରୁ ୧୨୮, ସୋନପୁରରୁ ୭୩, ସୁନ୍ଦରଗଡ଼ରୁ ୭୩୫ ଓ ଷ୍ଟେଟ୍‌ ପୁଲ୍‌ରୁ ୧୮୮ ଜଣ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୪୫ ହଜାର ୯୧୧ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୧ ଲକ୍ଷ ୮୪ ହଜାର ୧୭୪ ଜଣ ସୁସ୍ଥ ହୋଇସାରିଲେଣି। ୫୩,୦୯୦ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୫୯୪କୁ ବୃଦ୍ଧି ପାଇଛି।

ଅନ୍ୟପକ୍ଷରେ ଦେଶରେ ଗତ ୨୪ ଘଣ୍ଟାରେ ୨ ଲକ୍ଷ ୩୪ ହଜାର ୨୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୯୪ ହଜାର୯୧କୁ ବୃଦ୍ଧି ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story