୨୩ଟି ଜିଲ୍ଲାରୁ ୪୯୪ ଆକ୍ରାନ୍ତ ଚିହ୍ନଟ, ୧୫ ହଜାର ଟପିଲା ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୨୩ଟି ଜିଲ୍ଲାରୁ ୪୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨୨ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିବା ବେଳେ ୧୭୨ ହେଉଛି ଲୋକାଲ କେସ୍‌। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Covid-19 Report For 15th July New Positive Cases: 494 In Quarantine: 322 Local Contacts: 172 (Details of local […]

corona-3-1

corona-3-1

Niharika Rout
  • Published: Thursday, 16 July 2020
  • Updated: 16 July 2020, 12:41 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୨୩ଟି ଜିଲ୍ଲାରୁ ୪୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨୨ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିବା ବେଳେ ୧୭୨ ହେଉଛି ଲୋକାଲ କେସ୍‌। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗଞ୍ଜାମ ଜିଲ୍ଲାରୁ ୨୪୬ ଆକ୍ରାନ୍ତ, ଜଗତସିଂହପୁର,ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ୱର ଜିଲ୍ଲାରୁ ୨୧, ଭଦ୍ରକ ଜିଲ୍ଲାରୁ ୭, ବଲାଙ୍ଗିରରୁ ୩, ବୌଦ୍ଧରୁ ୨, କଟକ ଜିଲ୍ଲାରୁ ୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଯାଜପୁର ଜିଲ୍ଲାରୁ ୧୫, କଳାହାଣ୍ଡି ଜିଲ୍ଲାରୁ ୨,କେନ୍ଦ୍ରାପଡ଼ାରୁ ୧୧, କେନ୍ଦୁଝର ଜିଲ୍ଲାରୁ ୧୦, ଖୋର୍ଦ୍ଧା ଜିଲ୍ଲାରୁ ୬୪, ମାଲକାନଗିରି, କୋରାପୁଟରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୧୪, ନବରଙ୍ଗପୁରରୁ ୪, ନୟାଗଡ଼ ଜିଲ୍ଲାରୁ ୧୬, ନୂଆପଡ଼ା ଜିଲ୍ଲାରୁ ୯, ପୁରୀରୁ ୭, ରାୟଗଡ଼ାରୁ ୧, ସମ୍ବଲପୁରରୁ ୪, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫, ୩୯୨ରେ ପହଞ୍ଚିଥିବା ବେଳେ ୧୨,୪୭୬ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ୪୮୧୩ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story