ଆଉ ୪ଦିନ କରିବ ତାଣ୍ଡବ; ପବନର ବେଗ ରହିବ ୫୦ ରୁ ୬୦ କି.ମି.

<p>ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରି ରହିଛି କାଳବୈଶାଖୀ ଜନିତ ବର୍ଷା। ଉପକୂଳ ଅଞ୍ଚଳରେ ତାତି ସାମାନ୍ୟ କମିଥିଲେ ମଧ୍ୟ ଆଭ୍ୟନ୍ତରୀଣ ଅଞ୍ଚଳରେ ତାତି ଅଧିକ ରହିଛି। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ଜନିତ ବର୍ଷା। ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଓଡ଼ିଶା ଉପରକୁ ଦକ୍ଷିଣ ପଶ୍ଚିମ ଦିଗରୁ ବାୟୁ ପ୍ରବାହିତ ହେଉଛି। ଏହା ପ୍ରଭାବରେ ରାଜ୍ୟର ଉତ୍ତର,ଦକ୍ଷିଣ ସମେତ ଉପକୂଳ ଓଡିଶାରେ ଅପରାହ୍ନ ସମୟରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ବର୍ଷା&nbsp; ସମୟରେ ପବନର ବେଗ ଘଣ୍ଟାକୁ ୫୦ ରୁ ୬୦ କିଲୋମିଟର ରହିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି।</p> <p>&amp;nbsp;</p>

Ordigital Desk
  • Published: Monday, 09 April 2018
  • Updated: 09 April 2018, 09:36 AM IST

Sports

Latest News

<p>ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରି ରହିଛି କାଳବୈଶାଖୀ ଜନିତ ବର୍ଷା। ଉପକୂଳ ଅଞ୍ଚଳରେ ତାତି ସାମାନ୍ୟ କମିଥିଲେ ମଧ୍ୟ ଆଭ୍ୟନ୍ତରୀଣ ଅଞ୍ଚଳରେ ତାତି ଅଧିକ ରହିଛି। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ଜନିତ ବର୍ଷା। ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଓଡ଼ିଶା ଉପରକୁ ଦକ୍ଷିଣ ପଶ୍ଚିମ ଦିଗରୁ ବାୟୁ ପ୍ରବାହିତ ହେଉଛି। ଏହା ପ୍ରଭାବରେ ରାଜ୍ୟର ଉତ୍ତର,ଦକ୍ଷିଣ ସମେତ ଉପକୂଳ ଓଡିଶାରେ ଅପରାହ୍ନ ସମୟରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ବର୍ଷା&nbsp; ସମୟରେ ପବନର ବେଗ ଘଣ୍ଟାକୁ ୫୦ ରୁ ୬୦ କିଲୋମିଟର ରହିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି।</p><p>&amp;nbsp;</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos