୫ ଦଫା ଦାବି ନେଇ କନ୍ଧମାଳ ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘର ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ଫୁଲବାଣୀ: ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ ୫ ଦଫା ଦାବିରେ କନ୍ଧମାଳ ଶାଖା ତରଫରୁ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ। ଫୁଲବାଣୀର ମାଦିକୁନ୍ଦା ଛକରୁ ଶତାଧିକ ବିଭିନ୍ନ ପ୍ଲାକାର୍ଡ ଧରି ଶୋଭାଯାତ୍ରା କରି ମୁଖ୍ୟମନ୍ତ୍ରୀ ଓ ଗଣଶିକ୍ଷାମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଜିଲ୍ଳା ଶିକ୍ଷାଧିକାରୀଙ୍କୁ ପ୍ରଦାନ କରିଥିଲେ।

phulbani

Rakesh Mallick
  • Published: Tuesday, 11 August 2015
  • , Updated: 11 August 2015, 05:27 AM IST

Related story