ଓଲଟି ପଡ଼ିଲା ବୋଲେରୋ, ୫ ମୃତ, ୨ ଆହତ
ପୁରୀ(ମଧୁସୂଦନ ମିଶ୍ର): ପୁରୀ ଜଗନ୍ନାଥ ସଡ଼କର ସୁକଳ ଭାଇଲିପୁର ନିକଟରେ ଆଜି ଏକ ବୋଲେରୋ ଭାରସାମ୍ୟ ହରାଇ ନାଳକୁ ଖସି ପଡ଼ିବାରୁ ୫ଜଣଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସମସ୍ତ ମୃତାହତ ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ୍ ଜରଡ଼ା ଥାନା ଲାଲକମଙ୍ଗ ଗାଁର ବୋଲି ଜଣାପଡ଼ିଛି।
ଅସ୍ତି ବିସର୍ଜନ ପାଇଁ ଏମାନେ ପୁରୀ ଆସୁଥିଲେ। ବୋଲେରୋଟି ଆଜି ଭୋର ଭାରସାମ୍ୟ ହରାଇ ନାଳକୁ ଖସି ପଡ଼ିଥିଲା।  ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ସମସ୍ତଙ୍କୁ ପାଣିରୁ ଉଦ୍ଧାର କରିଥିଲେ
Ordigital Desk
• Published: Tuesday, 25 September 2018
• Updated: 25 September 2018, 07:56 AM IST
Sports
Latest News
ପୁରୀ(ମଧୁସୂଦନ ମିଶ୍ର): ପୁରୀ ଜଗନ୍ନାଥ ସଡ଼କର ସୁକଳ ଭାଇଲିପୁର ନିକଟରେ ଆଜି ଏକ ବୋଲେରୋ ଭାରସାମ୍ୟ ହରାଇ ନାଳକୁ ଖସି ପଡ଼ିବାରୁ ୫ଜଣଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସମସ୍ତ ମୃତାହତ ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ୍ ଜରଡ଼ା ଥାନା ଲାଲକମଙ୍ଗ ଗାଁର ବୋଲି ଜଣାପଡ଼ିଛି।
ଅସ୍ତି ବିସର୍ଜନ ପାଇଁ ଏମାନେ ପୁରୀ ଆସୁଥିଲେ। ବୋଲେରୋଟି ଆଜି ଭୋର ଭାରସାମ୍ୟ ହରାଇ ନାଳକୁ ଖସି ପଡ଼ିଥିଲା।  ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ସମସ୍ତଙ୍କୁ ପାଣିରୁ ଉଦ୍ଧାର କରିଥିଲେ
telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Trending
Photos
Videos