୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରର ଲଘୁଚାପ ସୃଷ୍ଟି ହେବା ଯୋଗୁ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। କେତେକ ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇଛି। ସେହିପରି  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବି କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଆଉ କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଆଞ୍ଚଳିକ […]

rain-2-1

rain-2-1

Tapaswini Nayak
  • Published: Wednesday, 05 August 2020
  • Updated: 05 August 2020, 02:23 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରର ଲଘୁଚାପ ସୃଷ୍ଟି ହେବା ଯୋଗୁ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। କେତେକ ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇଛି। ସେହିପରି  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବି କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଆଉ କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।

ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ୫ଟି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ ।

ସେହିପରି ୫ ଜିଲ୍ଲାକୁ ୱେଲୋ ଓ୍ୱାର୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ଅନୁଗୋଳ, ନୂଆପଡ଼ା, ସୋନପୁର ଓ ବଲାଙ୍ଗିର।

ଏହାସମୟରେ ପବନର ବେଗ ୪୦ରୁ ୫୦ କିଲୋମିଟର ମଧ୍ୟରେ ରହିବ। ଏହାସହ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଇ ଦିଆଯାଇଛି। ସମୁଦ୍ର ଭିତରକୁ ନଯିବାକୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story