ମୋହନା(ଓଡ଼ିଶା ରିପୋର୍ଟର): ଗଜପତି ଜିଲ୍ଲା ମୋହନାରେ ତିତ୍ଲି ପ୍ରଭାବରେ ପବନ ସହ ବର୍ଷା ଲାଗି ରହିଛି। ଗତକାଲି ରାତିରୁ ପ୍ରବଳ ବର୍ଷା ହେଉଥିବା ଯୋଗୁ ଲେଡ଼ବନ୍ଧ ନଦୀର ଜଳ ୩ ଫୁଟ୍ ଉଚ୍ଚରେ ରାସ୍ତା ଉପରେ ପ୍ରବାହିତ ହେଉଛି। ଏଥିପାଇଁ ବ୍ରହ୍ମପୁର-ରାୟଗଡ଼ା ମଧ୍ୟରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି।
ସେହିପରି ଅଠରନଳା ପୋଲ ଉପରେ ମଧ୍ୟ ୫ ଫୁଟ୍ ଉଚ୍ଚରେ ବର୍ଷା ପାଣି ପ୍ରବାହିତ ହେଉଛି।
ମୋହନାଠାରୁ ଅନ୍ତରବା ଓ ଗୁମିଗୁଡ଼ା ସମେତ ୮ଟି ପଞ୍ଚାୟତକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ବିଭିନ୍ନ ସ୍ଥାନରେ ବିଦ୍ୟୁତ୍ ତାର ଛିଣ୍ଡି ତଳେ ପଡ଼ିଛି। ଏଥିସହ ଗଛ ଗୁଡ଼ିକ ରାସ୍ତା ଉପରେ ପଡ଼ିଥିବା ଦେଖିବାକୁ ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିପାରିବେ ନାହିଁ ହୃଷିକେଶ ଭୋଇ, ବଛାଯିବେ ନୂଆ କଳାକାର
କଂସ ଭୂମିକାରେ ଅଭିନୟ କରି ସୁନାମ ଅର୍ଜି ଥିବା ହୃଷିକେଶ ଭୋଇଙ୍କର ଗୋଟିଏ ଭୁଲ୍ ତାଙ୍କର ଭାବମୂର୍ତ୍ତିକୁ ଖରାପ କରି ଦେଇଛି!
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Weather
କୁହୁଡ଼ି ନେଇ ୩ ଜିଲ୍ଲାକୁ ସତର୍କ ସୂଚନା, ୨୭ ଓ ୨୮ରେ କିଛି ସ୍ଥାନରେ ହୋଇପାରେ ବର୍ଷା
ଆଜି ରାତି, ଆସନ୍ତାକାଲି ଅର୍ଥାତ୍ ଶନିବାର ସକାଳେ ଓ ରାତିରେ ଏବଂ ରବିବାର ସକାଳେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି।
Guest Column
ରବି ଦାଶ - ଏକ ବିରଳ ବ୍ୟକ୍ତିତ୍ୱ
କେବଳ ତୁଳସୀ କ’ଣ ଦୁଇ ପତ୍ରରୁ ବାସିଥାଏ, ପୋଦିନା କି ଅନ୍ୟ କିଛି ନୁହେଁ? କୌଣସି ମହାପୁରୁଷଙ୍କ ଜୀବନୀ ପଢ଼ିଲା ବେଳେ ଆମେ ଏହି ଯୁକ୍ତିଟି ଅଧିକାଂଶ ସମୟରେ ପାଇଥାଉ ଯେ ସେ ମହାପୁରୁଷ ହେବେ ବୋଲି ପିଲାବେଳୁ ଜଣାଥିଲା।
Education
ବାହାରିଲା OTET ୨୦୨୪ର ରେଜଲ୍ଟ: ଅସଫଳ ପରୀକ୍ଷାର୍ଥୀଙ୍କୁ କ’ଣ କହିଛି ବୋର୍ଡ, ଜାଣନ୍ତୁ
www.bseodisha.ac.inରେ ଉପଲବ୍ଧ ହେଉଛି ପରୀକ୍ଷା ଫଳ।