ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ୫ ଗୁରୁତର

ସୋର(ଶଶୀକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ କୁଆମରା ଛକ ଠାରେ ଗତକାଲି ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୫ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ସୋର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଗତକାଲି ରାତି ପ୍ରାୟ ୯ଟା ବେଳେ ବାସୁଦେବପୁର ଥାନା ଅନ୍ତର୍ଗତ ଇରମ ଗାଁର ଦେବାଶିଷ ସାହୁ ତାଙ୍କ ସ୍ତ୍ରୀ ସବିତା […]

soro34

soro34

Jitendra Garnayak
  • Published: Saturday, 26 January 2019
  • Updated: 26 January 2019, 09:21 AM IST

Sports

Latest News

ସୋର(ଶଶୀକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ କୁଆମରା ଛକ ଠାରେ ଗତକାଲି ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୫ ଜଣ ଆହତ ହୋଇଛନ୍ତି।

ଆହତମାନଙ୍କୁ ପ୍ରଥମେ ସୋର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ଗତକାଲି ରାତି ପ୍ରାୟ ୯ଟା ବେଳେ ବାସୁଦେବପୁର ଥାନା ଅନ୍ତର୍ଗତ ଇରମ ଗାଁର ଦେବାଶିଷ ସାହୁ ତାଙ୍କ ସ୍ତ୍ରୀ ସବିତା ଏବଂ ଶାଳୀ ତପସ୍ୱିନୀଙ୍କୁ ବାଇକ୍‌ରେ ବସାଇ ସୋର ରେଲୱେ ଷ୍ଟେସନ୍‌କୁ ଯାଉଥିଲେ। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍ ସେମାନଙ୍କୁ ଧକ୍କା ଦେଇଥିଲା। ସେହି ବାଇକ୍‌ରେ ଦୁଇ ଜଣ ବସିଥିଲେ। ସେମାନେ ହେଲେ ହେମନ୍ତ ମହାନ୍ତି ଏବଂ ସନତ କୁମାର ନାଥ।

ରାସ୍ତାରେ ଯାଉଥିବା ଲୋକେ ସମସ୍ତ ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନା ପଠାଇଥିଲେ। ସୋର ପୁଲିସ୍‌ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story