୨ ଗୋଷ୍ଠୀ ମୁହାଁମୁହିଁ; ୫ ଗୁରୁତର

ସୋର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ କୁପୁରା ଗାଁରେ ଜମିରେ ବାଡ଼ ଦେବାକୁ ନେଇ ଦୁଇ ଗୋଷ୍ଠୀ ମାଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ନିଜାମ ଖାଁ, ସାରୁକ ଖାଁ, ସରଜିନା ଖାତୁନ୍, ମୈଜୁଦିନ ଖାଁ ଏବଂ ସୌମୁଦିନ୍‌। ସେମାନଙ୍କୁ ପ୍ରଥମେ ସିମୁଳିଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିବାରୁ କଟକ ସ୍ଥାନାନ୍ତର କରାଯାଇଛି। ସମସ୍ତଙ୍କ ମୁଣ୍ଡ ଓ ହାତରେ ଆଘାତ ଲାଗିଛି। […]

woman

woman

Jitendra Garnayak
  • Published: Saturday, 10 November 2018
  • Updated: 10 November 2018, 10:03 AM IST

ସୋର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ କୁପୁରା ଗାଁରେ ଜମିରେ ବାଡ଼ ଦେବାକୁ ନେଇ ଦୁଇ ଗୋଷ୍ଠୀ ମାଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ୫ ଜଣ ଗୁରୁତର ଆହତ ହୋଇଛନ୍ତି।

ସେମାନେ ହେଲେ ନିଜାମ ଖାଁ, ସାରୁକ ଖାଁ, ସରଜିନା ଖାତୁନ୍, ମୈଜୁଦିନ ଖାଁ ଏବଂ ସୌମୁଦିନ୍‌। ସେମାନଙ୍କୁ ପ୍ରଥମେ ସିମୁଳିଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିବାରୁ କଟକ ସ୍ଥାନାନ୍ତର କରାଯାଇଛି। ସମସ୍ତଙ୍କ ମୁଣ୍ଡ ଓ ହାତରେ ଆଘାତ ଲାଗିଛି।

ସୂଚନାଯୋଗ୍ୟ, ଗାଁର ଏକ ଜମିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଦୀର୍ଘଦିନ ଧରି ବିବାଦ ଲାଗି ରହିଥିଲା। ଆଜି ସକାଳେ ଗୋଟିଏ ଗୋଷ୍ଠୀର ଲୋକମାନେ ସେହି ସ୍ଥାନରେ ବାଡ଼ ଦେଉଥିଲା। ଏହି ସମୟରେ ଅନ୍ୟ ଗୋଷ୍ଠୀର ଲୋକମାନେ ଖଣ୍ଡା ଏବଂ ଭୂଜାଲିରେ ଅତର୍କିତ ଆକ୍ରମଣ କରିଥିଲେ।

ପୁଲିସ୍‌ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story