ଯାଜପୁରରେ ପୁଣି ୫ ଆକ୍ରାନ୍ତ ଚିହ୍ନଟ, ରହିଛି କୋଲକାତା ଲିଙ୍କ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲାରେ ପୁଣି ୫ କରୋନା ଆକ୍ରାନ୍ତ  ଚିହ୍ନଟ ହୋଇଛି।  ଫଳରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୫ ଛୁଇଁଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଯାଜପୁରରେ ଚିହ୍ନଟ ହୋଇଥିବା ଏହି ନୂଆ ୫ ଆକ୍ରାନ୍ତଙ୍କର କୋଲକାତା ଲିଙ୍କ୍ ରହିଛି। ସେମାନଙ୍କ ମଧ୍ୟରୁ କିଏ କୋଲକାତାରୁ ଫେରିଛନ୍ତି ତ ଆଉ କିଏ […]

coronavirus

coronavirus

Niharika Rout
  • Published: Saturday, 02 May 2020
  • Updated: 02 May 2020, 08:58 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲାରେ ପୁଣି ୫ କରୋନା ଆକ୍ରାନ୍ତ  ଚିହ୍ନଟ ହୋଇଛି।  ଫଳରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୫ ଛୁଇଁଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି।

ଯାଜପୁରରେ ଚିହ୍ନଟ ହୋଇଥିବା ଏହି ନୂଆ ୫ ଆକ୍ରାନ୍ତଙ୍କର କୋଲକାତା ଲିଙ୍କ୍ ରହିଛି। ସେମାନଙ୍କ ମଧ୍ୟରୁ କିଏ କୋଲକାତାରୁ ଫେରିଛନ୍ତି ତ ଆଉ କିଏ କୋଲକାତା ଫେରନ୍ତାଙ୍କ ସଂସ୍ପର୍ଶରେ ଆସି କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ୫ ଆକ୍ରାନ୍ତଙ୍କ ମଧ୍ୟରେ ୩ ଜଣ ପୁରୁଷ ଓ ୨ ଜଣ ମହିଳା ଅଛନ୍ତି। ୩ ଜଣ ପୁରୁଷଙ୍କ ବୟସ ଯଥାକ୍ରମେ ୨୮, ୫୬ ଓ ୬୩ ବର୍ଷ। ୨ ଜଣ ମହିଳାଙ୍କ ବୟସ ୨୪ ଓ ୬୦ ବର୍ଷ। ଏହି ମହିଳାଦ୍ୱୟ କରୋନା ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସିଥିଲେ। ଏମାନେ ସମସ୍ତେ କ୍ୱାରେଣ୍ଟାଇନ୍‌ରେ ଥିଲେ।

ରାଜ୍ୟରେ ଏଯାବତ୍ ୩୬ ହଜାର ୫୯୩ RT PCR ଟେଷ୍ଟ ହୋଇଥିବା ବେଳେ ୧୫୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଆକ୍ଟିଭ କେସ୍‌ ୯୮ ଥିବା ବେଳେ ୫୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାବ୍ୟତୀତ ଜଣଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍‌ରେ ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story