ରାଜସ୍ୱ ଆଦୟ: ୫ ମହାନଗର ନିଗମକୁ ଟାର୍ଗେଟ ୨୨୦ କୋଟି

<p>ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସଚିବାଳୟରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ୫ଟି ମହାନଗର ନିଗମର ରାଜସ୍ୱ ଆୟ ସଂପର୍କରେ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭୁବନେଶ୍ୱର, କଟକ, ସମ୍ବଲପୁର, ରାଉରକେଲା ଓ ବ୍ରହ୍ମପୁର ମହାନଗର ନିଗମର ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ। ଗତବର୍ଷ ମହାନଗର ନିଗମଗୁଡିକରୁ ୧୩୨ କୋଟି ଟଙ୍କା ରାଜସ୍ୱ ଆଦାୟ ହୋଇଥିଲା। ଚଳିତବର୍ଷ ୨୨୦ କୋଟି ଟଙ୍କା ଆୟ ଲାଗି ଟାର୍ଗେଟ ଦିଆଯାଇଛି। ହୋଲ୍ଡିଂ ଟ୍ୟାକ୍ସ, ଟ୍ରେଡ ଲାଇସେନ୍ସ କ୍ଷେତ୍ରରେ ଅଧିକ ରାଜସ୍ୱ ଆୟ ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।</p>

Ordigital Desk
  • Published: Tuesday, 31 October 2017
  • Updated: 31 October 2017, 08:21 PM IST

Sports

Latest News

<p>ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସଚିବାଳୟରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ୫ଟି ମହାନଗର ନିଗମର ରାଜସ୍ୱ ଆୟ ସଂପର୍କରେ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭୁବନେଶ୍ୱର, କଟକ, ସମ୍ବଲପୁର, ରାଉରକେଲା ଓ ବ୍ରହ୍ମପୁର ମହାନଗର ନିଗମର ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ। ଗତବର୍ଷ ମହାନଗର ନିଗମଗୁଡିକରୁ ୧୩୨ କୋଟି ଟଙ୍କା ରାଜସ୍ୱ ଆଦାୟ ହୋଇଥିଲା। ଚଳିତବର୍ଷ ୨୨୦ କୋଟି ଟଙ୍କା ଆୟ ଲାଗି ଟାର୍ଗେଟ ଦିଆଯାଇଛି। ହୋଲ୍ଡିଂ ଟ୍ୟାକ୍ସ, ଟ୍ରେଡ ଲାଇସେନ୍ସ କ୍ଷେତ୍ରରେ ଅଧିକ ରାଜସ୍ୱ ଆୟ ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos