୯୨୨କୋଟିର ୫ଟି ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):୯୨୨ କୋଟି ଟଙ୍କାର ୫ଟି ନୂଆ ପୁଞ୍ଜିନିବେଶ ପ୍ରକଳ୍ପ ପ୍ରସ୍ତାବକୁ ଆଜି ସିଙ୍ଗଲୱିଣ୍ଡୋ ଅନୁମୋଦନ ମିଳିଛି। ମୁଖ୍ୟ ସଚିବ ଅସିତ୍ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସିଙ୍ଗଲୱିଣ୍ଡୋ କମିଟି ବୈଠକରେ ପର୍ଯ୍ୟଟନ, ଇସ୍ପାତ, ଖାଦ୍ୟ ପ୍ରକ୍ରିୟାକରଣ, ଆଇଟି ସଂକ୍ରାନ୍ତ ୫ଟି ପୁଞ୍ଜିନିବେଶ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏହି ୫ଟି ପ୍ରକଳ୍ପ ଦ୍ୱାରା ରାଜ୍ୟରେ ଅତିରିକ୍ତ ଭାବେ୧ ୨୬୫୦ଜଣ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ। ଖୋର୍ଦ୍ଧା ଜିଲ୍ଲାର ଇନଫୋଭ୍ୟାଲି ସ୍ଥିତ ଇଏମସି ପାର୍କଠାରେ […]

congress-2-0

congress-2-0

Tapas Behera
  • Published: Friday, 27 December 2019
  • Updated: 27 December 2019, 08:20 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):୯୨୨ କୋଟି ଟଙ୍କାର ୫ଟି ନୂଆ ପୁଞ୍ଜିନିବେଶ ପ୍ରକଳ୍ପ ପ୍ରସ୍ତାବକୁ ଆଜି ସିଙ୍ଗଲୱିଣ୍ଡୋ ଅନୁମୋଦନ ମିଳିଛି। ମୁଖ୍ୟ ସଚିବ ଅସିତ୍ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସିଙ୍ଗଲୱିଣ୍ଡୋ କମିଟି ବୈଠକରେ ପର୍ଯ୍ୟଟନ, ଇସ୍ପାତ, ଖାଦ୍ୟ ପ୍ରକ୍ରିୟାକରଣ, ଆଇଟି ସଂକ୍ରାନ୍ତ ୫ଟି ପୁଞ୍ଜିନିବେଶ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏହି ୫ଟି ପ୍ରକଳ୍ପ ଦ୍ୱାରା ରାଜ୍ୟରେ ଅତିରିକ୍ତ ଭାବେ୧ ୨୬୫୦ଜଣ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ।
ଖୋର୍ଦ୍ଧା ଜିଲ୍ଲାର ଇନଫୋଭ୍ୟାଲି ସ୍ଥିତ ଇଏମସି ପାର୍କଠାରେ ୧.୪୪ଲକ୍ଷ ବର୍ଗମିଟର କ୍ଷମତା ବିଶିଷ୍ଟ ପ୍ରିଣ୍ଟେଡ୍ ସର୍କିଟ ବୋର୍ଡ(ପିସିବି) ନିମନ୍ତେ ୯୬.୮୦କୋଟି ଟଙ୍କାର ସୂଚନା ପ୍ରଯୁକ୍ତି ଓ ଇଲେକ୍ଟ୍ରୋନିକ ସିଷ୍ଟମ ଡିଜାଇନ୍ ଓ ମ୍ୟାନୁଫାକଚରିଂ ପ୍ରସ୍ତାବକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ ମିଳିଛି। ଏହାଦ୍ୱାରା ୪୨୫ଟି ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

ସେହିପରି ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ୮୫.୯୪ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଖୋର୍ଦ୍ଧାର ଡେରାସ ସି-ଫୁଡ୍ ପାର୍କଠାରେ ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟରେ ଏହି ଅତିରିକ୍ତି ନିବେଶ ହେବ। ସେଠାରେ ୫୮୦ଜଣଙ୍କୁ ନୂତନ ଭାବେ ନିଯୁକ୍ତି ମିଳିବ।
ସେହିପରି ପର୍ଯ୍ୟଟନ କ୍ଷେତ୍ରରେ ଖୋର୍ଦ୍ଧା ଜିଲ୍ଲାରେ ଏକ ଅବସର ବିନୋଦନ ପାର୍କ ନିର୍ମାଣ ପାଇଁ ୧୦୭.୧୦କୋଟି ଟଙ୍କାର ପ୍ରସ୍ତାବକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ ମିଳିଛି। ସେଠାରେ ପ୍ରାୟ ୫୦୦ଜଣ ଲୋକଙ୍କୁ ନିଯୁକ୍ତି ମିଳିପାରିବ। ପର୍ଯ୍ୟଟନ କ୍ଷେତ୍ରରେ ଭୁବନେଶ୍ୱରରେ ଏକ ୪ତାରକା ହୋଟେଲ ନିର୍ମାଣ ପାଇଁ ୫୯.୦୮କୋଟି ଟଙ୍କାର ନିବେଶ ପ୍ରସ୍ତାବକୁ ମଧ୍ୟ ଅନୁମୋଦନ ମିଳିଛି। ଏହି ହୋଟେଲ ନିର୍ମାଣ ହେଲେ ୧୬୭ଜଣଙ୍କୁ ନୂଆ ନିଯୁକ୍ତି ମିଳିବ।

ଏସବୁ ବ୍ୟତୀତ କେନ୍ଦୁଝର ଜିଲ୍ଲାରେ ଇଣ୍ଟିଗ୍ରେଟେଡ୍ ଇସ୍ପାତ ପ୍ଲାଣ୍ଟର ସମ୍ପ୍ରସାରଣ ଓ ଆଧୁନିକୀକରଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ୫୭୩.୪୧ କୋଟି ଟଙ୍କାର ପୁଞ୍ଜିନିବେଶ ହେବ ଓ ଅତିରିକ୍ତ ଭାବେ ୯୭୮ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ ବୋଲି ଜଣାପଡ଼ିଛି।
ଏହି ସିଙ୍ଗଲୱିଣ୍ଡୋ ବୈଠକରେ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story