ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି; ଜିଲ୍ଲା କୋଷାଗାରକୁ ଯିବ ୫ କ୍ୱିଣ୍ଟାଲ ରୁପା

ପୁରୀ(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରର କଳାହାଟା ଦ୍ୱାର ପାଇଁ ଆସିଥିବା ସମସ୍ତ ୫ କ୍ୱିଣ୍ଟାଲ ରୁପାକୁ ଆସନ୍ତାକାଲି ନିଳାଦ୍ରୀ ଭକ୍ତନିବାସ ଷ୍ଟ୍ରଙ୍ଗରୁମରୁ ଜିଲ୍ଲା କୋଷାଗାରକୁ ସ୍ଥାନାନ୍ତର କରାଯିବ । ଜିଲ୍ଲାପାଳଙ୍କଠାରୁ ସବୁଜ ସଂକେତ ମିଳିବା ପରେ କୋଷାଗାରରେ ଥିବା ରୁପାକୁ ସୁରକ୍ଷିତ ରଖିବା ଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି  । ଶ୍ରୀମନ୍ଦିରର ୭ଟି ଦ୍ୱାରର ରୁପା ଛାଉଣି କାମ ଶେଷ ହୋଇଛି । ବେହରଣ ଦ୍ୱାର, ଜୟବିଜୟ ଦ୍ୱାର, ସାତପାହାଚ ଦ୍ୱାର, ଭୋଗମଣ୍ଡପ ଦ୍ୱାର, ଲକ୍ଷ୍ମୀ […]

Puri JagannathTemple

Puri JagannathTemple

Niharika Rout
  • Published: Monday, 04 October 2021
  • Updated: 04 October 2021, 02:26 PM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିରର କଳାହାଟା ଦ୍ୱାର ପାଇଁ ଆସିଥିବା ସମସ୍ତ ୫ କ୍ୱିଣ୍ଟାଲ ରୁପାକୁ ଆସନ୍ତାକାଲି ନିଳାଦ୍ରୀ ଭକ୍ତନିବାସ ଷ୍ଟ୍ରଙ୍ଗରୁମରୁ ଜିଲ୍ଲା କୋଷାଗାରକୁ ସ୍ଥାନାନ୍ତର କରାଯିବ । ଜିଲ୍ଲାପାଳଙ୍କଠାରୁ ସବୁଜ ସଂକେତ ମିଳିବା ପରେ କୋଷାଗାରରେ ଥିବା ରୁପାକୁ ସୁରକ୍ଷିତ ରଖିବା ଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି  ।

ଶ୍ରୀମନ୍ଦିରର ୭ଟି ଦ୍ୱାରର ରୁପା ଛାଉଣି କାମ ଶେଷ ହୋଇଛି । ବେହରଣ ଦ୍ୱାର, ଜୟବିଜୟ ଦ୍ୱାର, ସାତପାହାଚ ଦ୍ୱାର, ଭୋଗମଣ୍ଡପ ଦ୍ୱାର, ଲକ୍ଷ୍ମୀ ମନ୍ଦିର, ଆଦିନୃସିଂହ ମନ୍ଦିର ଓ ବିମଳା ମନ୍ଦିରର ଦ୍ୱାର ରୂପାଛାଉଣି ସରିଯାଇଛି । କେବଳ କଳାହାଟ ଦ୍ୱାର ରୁପା ଛାଉଣି ହେବା ବାକି ରହିଛି  । ଆସନ୍ତା ଶ୍ରୀଗୁଣ୍ଡିଚା ଯାତ୍ରା ସମୟରେ କଳାହାଟ ଦ୍ୱାରର ରୂପାଛାଉଣି କରାଯିବ । ପ୍ରାୟ ଏଗାରଟି ବାକ୍ସରେ ୫ କ୍ୱିଣ୍ଟାଲ ରୁପା ଥିବା ବେଳେ ଏହାକୁ ସୁରକ୍ଷିତ ରଖିବାକୁ ଏପରି ନିଷ୍ପତ୍ତି ନିଆଯାଇଛି।

ଏନେଇ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ ଜେନା କହିଛନ୍ତି,  ନିଳାଦ୍ରୀ ଭକ୍ତନିବାସ ଷ୍ଟ୍ରଙ୍ଗରୁମରେ ଥିବା ରୁପାକୁ  ଜିଲ୍ଲା ଟ୍ରେଜେରି ଷ୍ଟ୍ରଙ୍ଗ ରୁମ୍‌କୁ ସ୍ଥାନାନ୍ତର କରାଯିବ ।  ଚଳିତ ସପ୍ତାହରେ ଏହି ସ୍ଥାନାନ୍ତର ପ୍ରକ୍ରିୟା ଶେଷ କରାଯିବ।  ୨୦୨୨ ରଥ ଯାତ୍ରା ପର୍ଯ୍ୟନ୍ତ ତାହା ସେଠାରେ ରଖାଯିବ। ରଥଯାତ୍ରା ସମୟରେ ବାହାର କରାଯାଇ କଳାହାଟ ଦ୍ୱାର ରୁପା ଛାଉଣି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story