ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟାର ୨୪ଦିନ ପରେ ବି ହତ୍ୟାର ରହସ୍ୟ ଉନ୍ମୋଚନ କରିବାରେ ତଦନ୍ତକାରୀ ସଂସ୍ଥା କ୍ରାଇମବ୍ରାଞ୍ଚ ବିଫଳ ରହିଥିବାବେଳେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଆଜି ବିସ୍ଫୋରକ ବୟାନ ଦେଇଛନ୍ତି । ନବ ଦାସଙ୍କ ହତ୍ୟା ମାମଲାରେ ରାଜ୍ୟର ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ ଓ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ସମ୍ପୃକ୍ତ ଥିବା ନେଇ ସେ ସିଧାସଳଖ ଅଭିଯୋଗ କରିବା ସହ ଉଭୟଙ୍କୁ ତଦନ୍ତ ପରିସରଭୁକ୍ତ କରିବା ପାଇଁ ଦାବି କରିଛନ୍ତି । ନବଙ୍କ ହତ୍ୟାର ୪ଦିନ ପୂର୍ବରୁ ଫାଇଭ ଟି ସଚିବ ଓ ଯାଜପୁର ବିଧାୟକଙ୍କ ମଧ୍ୟରେ କ’ଣ କଥାବାର୍ତ୍ତା ହୋଇଥିଲେ ତାହା ଯାଞ୍ଚ ପରିସରକୁ ଆସିବା ଦରକାର ବୋଲି ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ, ଖୁବ୍ ଶୀଘ୍ର ହେବ ପରୀକ୍ଷାମୂଳକ ବ୍ୟବସ୍ଥା
ବର୍ଷ ଆରମ୍ଭରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ ପ୍ରକ୍ରିୟା। ଏହା ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆସନ୍ତା ୨୮ କିମ୍ବା ୨୯ ତାରିଖରେ ପରୀକ୍ଷାମୂଳକ ବ୍ୟବସ୍ଥା କରାଯିବ ।
Crime
ବିଲରେ ଧାନ ଗଜା ଦେଖି ସହି ପାରୁନି ଚାଷୀ; ଜଣେ ଝୁଲି ପଡ଼ିଲେ, ଜଣେ ଟଳିପଡ଼ିଲେ
ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ ଯାଉଛି।
Crime
ବିବାହିତ ହୋଇ ବି ପାଲଟିଥିଲେ ପ୍ରେମ ପକ୍ଷୀ; ଦେଖାଦେଲା ଝଡ଼, ମିଳିଲା ଝୁଲନ୍ତା ମୃତଦେହ
ଘର ସଂସାର ଥାଇ ବି ଅନ୍ୟ ପ୍ରେମରେ ହେଉଥିଲେ ମତୁଆଲା। ମାତ୍ର ଦୁନିଆ ଏହି କଳଙ୍କିତ ପ୍ରେମକୁ ଗ୍ରହଣ କରି ନ ଥିଲା। ଫଳରେ ଉଭୟ ଫେରାର ହୋଇ ଯାଇଥିଲେ। ଆଉ ଫେରାର ହେବାର ପ୍ରାୟ ସପ୍ତାହେ ପରେ ମିଳିଛି ଉଭୟଙ୍କ ଝୁଲନ୍ତା ମୃତଦେହ।
Crime
ଭିଜିଲାନ୍ସ ପଞ୍ଝାରେ ARI; ୮ଟି ସ୍ଥାନରେ ଚାଲିଛି ଚଢାଉ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ARI ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ ।
Accident
୩୦ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଚାପି ହୋଇଗଲେ ଡ୍ରାଇଭର
୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଟ୍ରକ ଭିତରେ ଚାପି ହୋଇ ରହିଛି ଚାଳକଙ୍କ ମୃତଦେହ ।