ଅଟୋ ଓଲଟି ୫ ସ୍କୁଲ ଛାତ୍ରଛାତ୍ରୀ ଗୁରୁତର

ରାଇରଙ୍ଗପୁର(ରାଜେଶ କୁମାର ଶର୍ମା): ମୟୂରଭଞ୍ଜ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ସାନପୋକଣା ଗାଁ ନିକଟରେ ଅଟୋ ଓଲଟି ୫ ଜଣ ସ୍କୁଲ ଛାତ୍ରଛାତ୍ରୀ ଗୁରୁତର ହୋଇଛନ୍ତି। ସେମାନଙ୍କୁ ରାଇରଙ୍ଗପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ସ୍କୁଲ ଛୁଟିପରେ ପିଲାମାନେ ଏକ ଅଟୋରେ ଘରକୁ ଫେରୁଥିଲେ। ଏହି ସମୟରେ ସାମ୍ନା ପଟୁ ଦ୍ରୁତ ଗତିରେ ଆସୁଥିବା ବାଇକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ତେବେ ଏଥିରେ ଅଟୋଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଅଟୋରେ ମୋଟ ୮ଜଣ ଛାତ୍ରଛାତ୍ରୀ ଥିଲେ। […]

tttttnnnnnnnnnnnnnnnnnnn

tttttnnnnnnnnnnnnnnnnnnn

Tapaswini Nayak
  • Published: Friday, 12 April 2019
  • Updated: 12 April 2019, 01:14 PM IST

Sports

Latest News

ରାଇରଙ୍ଗପୁର(ରାଜେଶ କୁମାର ଶର୍ମା): ମୟୂରଭଞ୍ଜ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ସାନପୋକଣା ଗାଁ ନିକଟରେ ଅଟୋ ଓଲଟି ୫ ଜଣ ସ୍କୁଲ ଛାତ୍ରଛାତ୍ରୀ ଗୁରୁତର ହୋଇଛନ୍ତି। ସେମାନଙ୍କୁ ରାଇରଙ୍ଗପୁର ମେଡିକାଲରେ ଭର୍ତ୍ତି କରାଯାଇଛି।

ସ୍କୁଲ ଛୁଟିପରେ ପିଲାମାନେ ଏକ ଅଟୋରେ ଘରକୁ ଫେରୁଥିଲେ। ଏହି ସମୟରେ ସାମ୍ନା ପଟୁ ଦ୍ରୁତ ଗତିରେ ଆସୁଥିବା ବାଇକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ତେବେ ଏଥିରେ ଅଟୋଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଅଟୋରେ ମୋଟ ୮ଜଣ ଛାତ୍ରଛାତ୍ରୀ ଥିଲେ।
ବାଇକ୍‌ରେ ଥିବା ଅଜା, ନାତୁଣୀ ଗୁରୁତର ହୋଇଛନ୍ତି। ତାଙ୍କୁ ରାଇରଙ୍ଗପୁର ମେଡିକାଲରେ ଭର୍ତ୍ତି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos