ସୋର (ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ସବିରା ପଞ୍ଚାୟତର ବାଉଁଶଖୁଣ୍ଟା ଗାଁରେ ମଦ ବେପାରୀଙ୍କ ମାଡ଼ରେ ସ୍ୱୟଂ ସହାୟକ ଗୋଷ୍ଠୀର ୫ ଜଣ ମହିଳା ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଗତକାଲି ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ଗାଁରେ ମଦ ବିରୋଧୀ ଆନ୍ଦୋଳନ କରୁଥିଲେ। ଏହି ସମୟରେ ମଦ ବେପାରୀମାନେ ସେମାନଙ୍କୁ ଠେଙ୍ଗାରେ ଆକ୍ରମଣ କରିଥିଲେ। ଏଥିରେ ୫ ଜଣ ମହିଳା ଗୁରୁତର ଆହତ ହୋଇଛନ୍ତି। ଏଥିସହ ଜଣେ ପୁରୁଷ ମଧ୍ୟ ଆହତ ହୋଇଛନ୍ତି।
ଗୁରୁତରମାନେ ହେଲେ ଦ୍ରୌପଦୀ ଦରେଇ, ଯମୁନା ନାୟକ, ମେନକା ମାଝୀ, ସୁଲୋଚନା ମାଝୀ, ଲକ୍ଷ୍ମୀପ୍ରିୟା ଦାସ ଓ ପୂର୍ଣ୍ଣଚନ୍ଦ୍ର ମଙ୍ଗଳ।
ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚିଥିଲା। ତା’ ସହିତ ପୁଲିସ୍ ଏ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଲୋକସେବକ ମଣ୍ଡଳ ପକ୍ଷରୁ ଲାଲା ଲଜପତ ରାୟଙ୍କ ପୁଣ୍ୟତିଥି ପାଳିତ, ଯୋଗଦେଲେ ବୈଜୟନ୍ତ
ଲାଲା ଲଜପତ ରାୟଙ୍କ ଜୀବନୀ ଓ ଆଦର୍ଶ ଉପରେ ଆଲୋକପାତ କରିଥିଲେ ବୈଜୟନ୍ତ ପଣ୍ଡା।
Miscellaneous
ଇଣ୍ଡିଆ ଫୋର୍ବସ ସିଲେକ୍ଟ-୨୦୦ ତାଲିକାରେ ଓଟିଭି
ବିଶ୍ୱର ପ୍ରତିଟି ଓଡ଼ିଆଙ୍କୁ ଭିନ୍ନ ଭିନ୍ନ ପ୍ଲାଟଫର୍ମରେ ଯୋଡ଼ି ପାରିଥିବା ଓଟିଭି ଅନ୍ୟ ସମସାମୟିକଙ୍କଠାରୁ ବହୁ ଆଗରେ। ଓଟିଭିର ପରିଚାଳନା ନିର୍ଦ୍ଦେଶିକା ଜଗି ମଙ୍ଗତ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ବଳିଷ୍ଠ ମାର୍ଗଦର୍ଶନରେ ଏହି ସଫଳତା ହାସଲ କରିଛି ଓଟିଭି।
Crime
ମୁହଁ ଖୋଲିଲେ ଚର୍ଚ୍ଚିତ ବାବାଙ୍କ ବାପା: କହିଲେ- ମୋ ପୁଅ ଠାକୁର ନୁହେଁ
ଭିଡିଓ ବାର୍ତ୍ତା ଜାରି କରି ପଣ୍ଡିତ କାଶୀନାଥ ମିଶ୍ର କହିଛନ୍ତି, ୧୦ ବର୍ଷ ତଳେ ମୋ ପୁଅକୁ ୪ରୁ ୫ ବର୍ଷ ହୋଇଥିଲା। ସେତେବେ ଜଣେ ବନ୍ଧୁଙ୍କ ଘରେ ଜନ୍ମଦିନ ପାଳନ ହୋଇଥିଲା।
Crime
ରାଜଧାନୀରେ ପରିଚୟ ଖୋଜୁଛି ମୃତଦେହ
ଭୁବନେଶ୍ୱର ସତ୍ୟନଗର- ବାଣୀବିହାର ମଧ୍ୟରେ ରେଳ ଧାରଣା କଡ଼ରେ ଏକ ଖଣ୍ଡ ବିଖଣ୍ଡିତ ମୃତଦେହ ପଡ଼ିଥିଲା। ସ୍ଥାନୀୟ ଲୋକେ ମୃତଦେହ ଦେଖି ଜିଆର୍ପିକୁ ଖବର ଦେଇଥିଲେ।
Crime
ମଦ ଦେବାକୁ ମନା କରିବାରୁ ମାଡ଼; ବାର୍ କର୍ମଚାରୀ ଗୁରୁତର
ବାର୍ ବନ୍ଦ ହେଉଥିବାରୁ ମଦ ଦେବାକୁ ମନା କଲେ କର୍ମଚାରୀ। ଏଥିରେ ଉତ୍ତ୍ୟକ୍ତ ହୋଇ ସଂଘବଦ୍ଧ ଭାବେ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ ୪ ଯୁବକ ।