ମଦ ବେପାରୀଙ୍କ ମାଡ଼ରେ ୫ ମହିଳା ଗୁରୁତର

ସୋର (ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ସବିରା ପଞ୍ଚାୟତର ବାଉଁଶଖୁଣ୍ଟା ଗାଁରେ ମଦ ବେପାରୀଙ୍କ ମାଡ଼ରେ ସ୍ୱୟଂ ସହାୟକ ଗୋଷ୍ଠୀର ୫ ଜଣ ମହିଳା ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ  ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗତକାଲି ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ଗାଁରେ ମଦ ବିରୋଧୀ ଆନ୍ଦୋଳନ କରୁଥିଲେ। ଏହି ସମୟରେ ମଦ ବେପାରୀମାନେ  ସେମାନଙ୍କୁ ଠେଙ୍ଗାରେ ଆକ୍ରମଣ କରିଥିଲେ। ଏଥିରେ ୫ ଜଣ ମହିଳା ଗୁରୁତର ଆହତ ହୋଇଛନ୍ତି। ଏଥିସହ […]

soro

soro

Jyoshna Pradhan
  • Published: Friday, 21 February 2020
  • Updated: 21 February 2020, 10:22 AM IST

Sports

Latest News

ସୋର (ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ସବିରା ପଞ୍ଚାୟତର ବାଉଁଶଖୁଣ୍ଟା ଗାଁରେ ମଦ ବେପାରୀଙ୍କ ମାଡ଼ରେ ସ୍ୱୟଂ ସହାୟକ ଗୋଷ୍ଠୀର ୫ ଜଣ ମହିଳା ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ  ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଗତକାଲି ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ଗାଁରେ ମଦ ବିରୋଧୀ ଆନ୍ଦୋଳନ କରୁଥିଲେ। ଏହି ସମୟରେ ମଦ ବେପାରୀମାନେ  ସେମାନଙ୍କୁ ଠେଙ୍ଗାରେ ଆକ୍ରମଣ କରିଥିଲେ। ଏଥିରେ ୫ ଜଣ ମହିଳା ଗୁରୁତର ଆହତ ହୋଇଛନ୍ତି। ଏଥିସହ ଜଣେ ପୁରୁଷ ମଧ୍ୟ ଆହତ ହୋଇଛନ୍ତି।

ଗୁରୁତରମାନେ ହେଲେ ଦ୍ରୌପଦୀ ଦରେଇ, ଯମୁନା ନାୟକ, ମେନକା ମାଝୀ, ସୁଲୋଚନା ମାଝୀ, ଲକ୍ଷ୍ମୀପ୍ରିୟା ଦାସ ଓ ପୂର୍ଣ୍ଣଚନ୍ଦ୍ର ମଙ୍ଗଳ।

ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚିଥିଲା। ତା’ ସହିତ ପୁଲିସ୍ ଏ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story