Advertisment

୫ ବର୍ଷକ ନାବାଳିକାକୁ ଉଠାଇ ନେଇ ଦୁଷ୍କର୍ମ

ଆଳି (ବନମାଳି ସାହୁ): କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଥାନା ଅଞ୍ଚଳରେ ଜଣେ ୫ ବର୍ଷର ନାବାଳିକା ଦୁଷ୍କର୍ମ ଶିକାର ହୋଇଥିବା ଅଭିଯୋଗ ହୋଇଛି। ନାବାଳିକା ଜଣଙ୍କ ଘର ପାଖ ବାଡ଼ିକୁ ଯାଇଥିବାବେଳେ ରଞ୍ଜନ ରାଉତ ନାମକ ଜଣେ ଯୁବକ ତାକୁ ଉଠାଇ ନେଇ ଦୁଷ୍କର୍ମ କରିଥିବା ପୀଡ଼ିତାଙ୍କ ମାଆ ଅଭିଯୋଗ କରିଛନ୍ତି। ଏନେଇ ରାଜକନିକା ପୁଲିସ ଏକ ମାମଲା ରୁଜୁ କରିଛି। ଏହାସହ ପୁଲିସ୍‌ ଅଭିଯୁକ୍ତକୁ ଥାନାରେ ଅଟକ ରଖି ପଚରାଉଚରା କରୁଛି।

ଲଜ୍ଜା: ୪୦୦ ଜଣଙ୍କ ଦ୍ୱାରା ଦୁଷ୍କର୍ମର ଶିକାର ହେଲେ ନାବାଳିକା

rape

Advertisment

ଆଳି (ବନମାଳି ସାହୁ): କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଥାନା ଅଞ୍ଚଳରେ ଜଣେ ୫ ବର୍ଷର ନାବାଳିକା ଦୁଷ୍କର୍ମ ଶିକାର ହୋଇଥିବା ଅଭିଯୋଗ ହୋଇଛି। ନାବାଳିକା ଜଣଙ୍କ ଘର ପାଖ ବାଡ଼ିକୁ ଯାଇଥିବାବେଳେ ରଞ୍ଜନ ରାଉତ ନାମକ ଜଣେ ଯୁବକ ତାକୁ ଉଠାଇ ନେଇ ଦୁଷ୍କର୍ମ କରିଥିବା ପୀଡ଼ିତାଙ୍କ ମାଆ ଅଭିଯୋଗ କରିଛନ୍ତି।

Advertisment

ଏନେଇ ରାଜକନିକା ପୁଲିସ ଏକ ମାମଲା ରୁଜୁ କରିଛି। ଏହାସହ ପୁଲିସ୍‌ ଅଭିଯୁକ୍ତକୁ ଥାନାରେ ଅଟକ ରଖି ପଚରାଉଚରା କରୁଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe