୫ ବର୍ଷର ନାବାଳିକାକୁ ଗଣ ବଳାତ୍କାର, ଅଭିଯୁକ୍ତ ଦ୍ୱୟ ନାବାଳକ

<p>ଜଗତସିଂହପୁର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଗତସିଂହପୁରରେ ଜଣେ ୫ ବର୍ଷର ନାବାଳିକାକୁ ଦୁଇଜଣ ନାବାଳକ ଗଣଦୁଷ୍କର୍ମ କରିଛନ୍ତି। ଏନେଇ ନାବାଳିକାର ମାଆ ଜଗତସିଂହପୁର ଥାନାରେ ଅଭିଯୋଗ କରିଛନ୍ତି। ଦୁଇ ନାବାଳକ ଅଭିଯୁକ୍ତଙ୍କୁ ପୋଲିସ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଅଭିଯୁକ୍ତ ଦ୍ୱୟଙ୍କ ବୟସ ୧୩ ଏବଂ ୧୧ ବର୍ଷ ହୋଇଥିବା ନେଇ ସୂଚନା ମିଳିଛି।</p> <p>&amp;nbsp;</p>

Ordigital Desk
  • Published: Thursday, 26 April 2018
  • Updated: 26 April 2018, 01:35 PM IST

Sports

Latest News

<p>ଜଗତସିଂହପୁର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଗତସିଂହପୁରରେ ଜଣେ ୫ ବର୍ଷର ନାବାଳିକାକୁ ଦୁଇଜଣ ନାବାଳକ ଗଣଦୁଷ୍କର୍ମ କରିଛନ୍ତି। ଏନେଇ ନାବାଳିକାର ମାଆ ଜଗତସିଂହପୁର ଥାନାରେ ଅଭିଯୋଗ କରିଛନ୍ତି। ଦୁଇ ନାବାଳକ ଅଭିଯୁକ୍ତଙ୍କୁ ପୋଲିସ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଅଭିଯୁକ୍ତ ଦ୍ୱୟଙ୍କ ବୟସ ୧୩ ଏବଂ ୧୧ ବର୍ଷ ହୋଇଥିବା ନେଇ ସୂଚନା ମିଳିଛି।</p><p>&amp;nbsp;</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos