ଅଟୋରୁ ଖସି ପାଞ୍ଚ ବର୍ଷର ଛାତ୍ର ମୃତ

ବ୍ରହ୍ମପୁର (ଜଗନ୍ନାଥ ସାହୁ): ଅଟୋରୁ ଖସି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ନିକଟ ତିଳେଶ୍ୱର ରାମମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଅଜୟ ପ୍ରଧାନ। ତାଙ୍କୁ ମାତ୍ର ପାଞ୍ଚ ବର୍ଷ ହୋଇଥିଲା। ସୂଚନା ଅନୁଯାୟୀ, ଆଜି ସକାଳେ ଅଟୋଟି ଅଜୟଙ୍କ ସମେତ ୧୫ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଦିଗପହଣ୍ଡିରେ ଥିବା ଏକ ଘରୋଇ ସ୍କୁଲକୁ ଯାଉଥିଲା। ଅଜୟ ଅଟୋର ଗୋଟିଏ ସାଇଟ୍‌ରେ ବସିଥିଲେ। ଅସାବଧାନ କାରଣରୁ ସେ […]

acciden.t

acciden.t

Tapaswini Nayak
  • Published: Wednesday, 19 February 2020
  • Updated: 19 February 2020, 12:02 PM IST

Sports

Latest News

ବ୍ରହ୍ମପୁର (ଜଗନ୍ନାଥ ସାହୁ): ଅଟୋରୁ ଖସି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ନିକଟ ତିଳେଶ୍ୱର ରାମମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଅଜୟ ପ୍ରଧାନ। ତାଙ୍କୁ ମାତ୍ର ପାଞ୍ଚ ବର୍ଷ ହୋଇଥିଲା।

ସୂଚନା ଅନୁଯାୟୀ, ଆଜି ସକାଳେ ଅଟୋଟି ଅଜୟଙ୍କ ସମେତ ୧୫ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଦିଗପହଣ୍ଡିରେ ଥିବା ଏକ ଘରୋଇ ସ୍କୁଲକୁ ଯାଉଥିଲା। ଅଜୟ ଅଟୋର ଗୋଟିଏ ସାଇଟ୍‌ରେ ବସିଥିଲେ। ଅସାବଧାନ କାରଣରୁ ସେ ଚଳନ୍ତା ଅଟୋରୁ ଖସି ପଡ଼ିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ।

ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି। ସ୍କୁଲ କର୍ତ୍ତୃପକ୍ଷ ଓ ଅଟୋ ଚାଳକ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଉତ୍ତ୍ୟକ୍ତ ଲୋକେ ଦିଗପହଣ୍ଡି-ଚିକିଟି ରାସ୍ତା ଅବରୋଧ କରିଛନ୍ତି।  ଫଳରେ ଗାଡ଼ିଚଳାଚଳ ବାଧାପ୍ରାପ୍ତ ହୋଇଛି। ପୁଲିସ୍‌ ଅଟୋକୁ ଜବତ କରି ଘଟଣାର ତଦନ୍ତ କରୁଛି। ଓଭରଲୋଡିଂ ଯୋଗୁ ଏମିତି ଘଟିଥିବା ଲୋକେ ଅଭିଯୋଗ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story