ପଦ୍ମପୁର (ସୋମେଶ ଚନ୍ଦ୍ର ମହାନ୍ତି): ନୂଆପଡ଼ା ଜିଲ୍ଲା ପଦ୍ମପୁର ଉପଖଣ୍ଡ ଭେଙ୍ଗରାଜପୁରରେ ଗାଁରେ ଏକୋଇଶିଆ ଭୋଜି ଖାଇ ୫୦ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟ ସହିତ ପାଇକମାଲ ଡାକ୍ତରଖାନାରେ ସେମାନଙ୍କ ଚିକିତ୍ସା କରାଯାଇଛି। ଆକ୍ରାନ୍ତଙ୍କ ମଧ୍ୟରେ କିଛି ଶିଶୁ ବି ଅଛନ୍ତି।
ସୂଚନା ଅନୁଯାୟୀ, ଗତକାଲି ଗାଁର ଆନନ୍ଦ ମୁଟକିଆଙ୍କ ପୁଅର ଏକୋଇଶିଆ ଭୋଜି ଥିଲା। ଗ୍ରାମବାସୀମାନେ ଭୋଜି ଖାଇ ଘରକୁ ଫେରିବା ପରେ ଜଣେ ପରେ ଜଣେ ଅସୁସ୍ଥ ଅନୁଭବ କରିଥିଲେ। ସମସ୍ତଙ୍କୁ ଝାଡ଼ାବାନ୍ତି ହୋଇଥିଲା।
ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟର ଏସଡିଏମଓ କହିଛନ୍ତି,“ଗତକାଲି କିଛି ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ସେମାନଙ୍କ ମଧ୍ୟରୁ କିଛି ଲୋକ ସୁସ୍ଥ ହୋଇ ଘରକୁ ଫେରି ଯାଇଛନ୍ତି। ଆଉ ଦୁଇ ତିନି ଜଣ ହସ୍ପିଟାଲ୍ରେ ଚିକତ୍ସିତ ହେଉଛନ୍ତି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।