୫୦% କର୍ମଚାରୀରେ ଚାଲିବ ଅଫିସ୍‌, ନୂଆ ନିର୍ଦ୍ଦେଶନାମା ଜାରି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଓ ଅଧସ୍ତନ କାର୍ଯ୍ୟାଳୟଗୁଡ଼ିକ ଜୁଲାଇ ୧୫ତାରିଖ ପର୍ଯ୍ୟନ୍ତ ଅତିକମରେ ୫୦% କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବ। ଉପସଚିବ ଓ ତଦୁର୍ଦ୍ଧ୍ୱ ପାହ୍ୟାର ଅଫିସରମାନେ ପ୍ରତିଦିନ ଅଫିସ ଆସିବେ। ଯେଉଁ କର୍ମଚାରୀମାନେ ଦୁଇ ଡୋଜ୍ କୋଭିଡ୍ ଟିକା ନେଇଥିବେ ସେମାନେ ଅଫିସ୍ ଆସିବା ବାଧ୍ୟତାମୂଳକ। ତେବେ ଭିନ୍ନକ୍ଷମ ଓ ଗର୍ଭବତୀ ମହିଳାଙ୍କୁ ଅଫିସ୍ ଆସିବା ଓ ୱାର୍କ ଫ୍ରମ ହୋମରୁ ବାଦ୍ ଦିଆଯାଇଛି। ଆଜି ଏନେଇ ସାଧାରଣ ପ୍ରଶାସନ ବିଭାଗ […]

office

office

Ordigital Desk
  • Published: Thursday, 01 July 2021
  • Updated: 01 July 2021, 08:20 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଓ ଅଧସ୍ତନ କାର୍ଯ୍ୟାଳୟଗୁଡ଼ିକ ଜୁଲାଇ ୧୫ତାରିଖ ପର୍ଯ୍ୟନ୍ତ ଅତିକମରେ ୫୦% କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବ। ଉପସଚିବ ଓ ତଦୁର୍ଦ୍ଧ୍ୱ ପାହ୍ୟାର ଅଫିସରମାନେ ପ୍ରତିଦିନ ଅଫିସ ଆସିବେ। ଯେଉଁ କର୍ମଚାରୀମାନେ ଦୁଇ ଡୋଜ୍ କୋଭିଡ୍ ଟିକା ନେଇଥିବେ ସେମାନେ ଅଫିସ୍ ଆସିବା ବାଧ୍ୟତାମୂଳକ। ତେବେ ଭିନ୍ନକ୍ଷମ ଓ ଗର୍ଭବତୀ ମହିଳାଙ୍କୁ ଅଫିସ୍ ଆସିବା ଓ ୱାର୍କ ଫ୍ରମ ହୋମରୁ ବାଦ୍ ଦିଆଯାଇଛି। ଆଜି ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନୂଆ ନିର୍ଦ୍ଦେଶନାମା ଜାରି ହୋଇଛି।

ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସଞ୍ଜିବ ଚୋପ୍ରା ଆଜି ଏକ ନିର୍ଦ୍ଦେଶନାମା ଜାରି କରି ଜୁଲାଇ ୧ରୁ ୧୫ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ସମସ୍ତ ଅଫିସ କିଭଳି ପରିଚାଳିତ ହେବ ସେ ନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି। ତେବେ କଟକ ଓ ଭୁବନେଶ୍ୱରରେ ଥିବା ବିଭାଗୀୟ ଅଫିସ ଓ ବିଭାଗୀୟ ମୁଖ୍ୟ ଦପ୍ତରରେ କେଉଁ କର୍ମଚାରୀ ଅଫିସ୍ ଆସିବେ ତାହା ସମ୍ପୃକ୍ତ କାର୍ଯ୍ୟାଳୟର ମୁଖ୍ୟ ନିଷ୍ପତ୍ତି ନେବେ।

ସମ୍ପୂର୍ଣ୍ଣ ଟିକାକରଣ ହୋଇନଥିବା କର୍ମଚାରୀ ଓ ରୋଷ୍ଟର ଆଧାରରେ ଅଫିସ୍ ଆସିବା ନିଷ୍ପତ୍ତି ସମ୍ପୃକ୍ତ କାର୍ଯ୍ୟାଳୟର ମୁଖ୍ୟ ନେବେ। ମାତ୍ର ଅତ୍ୟାବଶ୍ୟକ ସେବା ଯୋଗାଉଥିବା ଅଫିସ୍ ଯଥା- ଏସଆରସି ଓ ଓସଡମା ଅଫିସ, ପୁଲିସ, ଅଗ୍ନିଶମ, ସ୍ୱାସ୍ଥ୍ୟସେବା, ପୌର ସେବା ଆଦି କାର୍ଯ୍ୟାଳୟଗୁଡ଼ିକ ସମ୍ପୂର୍ଣ୍ଣ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବ। ଏହାବ୍ୟତୀତ ଯେଉଁ କର୍ମଚାରୀମାନଙ୍କୁ ରୋଷ୍ଟର ଡ୍ୟୁଟି ଆବଣ୍ଟନ ହୋଇନଥିବ ସେମାନେ ନିଶ୍ଚିତ ଭାବେ ଭିପିଏନ୍ ମାଧ୍ୟମରେ ଘରୁ ରହି ନିୟମିତ ଓ ବକେୟା ଅଫିସ୍ କାର୍ଯ୍ୟ କରିବ। ଯଦି କିଛି ଜରୁରୀ ପଡ଼େ ତା’ହେଲେ ଟେଲିଫୋନ୍ ମାଧ୍ୟମରେ ସବୁ ସମୟରେ ଉପସ୍ଥିତ ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ଅଧସ୍ତନ ଅଫିସଗୁଡ଼ିକରେ କେତେ ସଂଖ୍ୟକ କର୍ମଚାରୀ କାର୍ଯ୍ୟ କରିବେ ସେ ନିଷ୍ପତ୍ତି ସେମାନଙ୍କର ପ୍ରଶାସନିକ ବିଭାଗ କରିବ ବୋଲି ନିର୍ଦ୍ଦେଶନାମାରେ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story