ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରରୁ ଆଉ ୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୩୫, ଲୋକାଲ କଣ୍ଟାକ୍ଟ-୧୬, ସରକାରୀ ହସ୍ପିଟାଲର ଜଣେ ପୁରୁଷ, ଜଣେ ମହିଳା କର୍ମଚାରୀ ଲୋକାଲ କଣ୍ଟାକ୍ଟ, ଚନ୍ଦ୍ରଶେଖରପୁର ୭ମ ବାଟାଲିଅନ ନିକଟରୁ ୨ ଲୋକାଲ କେସ୍ ଚିହ୍ନଟ ହୋଇଛନ୍ତି। ଲକ୍ଷ୍ମୀସାଗର ଅଞ୍ଚଳରୁ ଜଣେ ପୁରୁଷ, ଭରତପୁର ଅଞ୍ଚଳରୁ ଜଣେ ମହିଳା ଚିହ୍ନଟ ହୋଇଛନ୍ତି। କଳିଙ୍ଗବିହାର ଅଞ୍ଚଳରୁ ୨ ମହିଳା ଲୋକାଲ କଣ୍ଟାରେ ପଜିଟିଭ ଜଣାପଡ଼ିଛି।
ଖାରବେଳନଗରରୁ ଜଣେ ମହିଳା, ଶାସ୍ତ୍ରୀନଗରରୁ ଜଣେ ପୁରୁଷ ଲୋକାଲ କେସ୍ ବୋଲି ଜଣାପଡ଼ିଛି। ୟୁନିଟ-୬ ଗଙ୍ଗନଗର ଅଞ୍ଚଳର ୨ ଯୁବକ ମଧ୍ୟ ଲୋକାଲ କଣ୍ଟା କେସ୍ ଯୋଗୁ ହୋଇଛି।
ଶାସ୍ତ୍ରୀନଗରର ଜଣେ ମହିଳା, ଝାରପଡ଼ାର ଜଣେ ଯୁବକ ଲୋକାଲ କଣ୍ଟାକ୍ଟ ବୋଲି ଜଣାପଡ଼ିଛି। ନୟାପଲ୍ଲୀର ଜଣେ ଯୁବତୀ ଓ ସଂପୃକ୍ତ ଅଞ୍ଚଳରୁ ଜଣେ ଯୁବକ ପଜିଟିଭ ଚିହ୍ନଟ। ଏନେଇ ବିଏମସି ପକ୍ଷରୁ ଟ୍ୱିଟ୍ କରାଯାଇଛି। ଏଯାଏଁ ଭୁବନେଶ୍ୱରରେ ୭୬୧ ଜଣ ରୋଗୀ ଚିହ୍ନଟ ହୋଇଥିବା ବେଳେ ୩୬୧ ଜଣ ସୁସ୍ଥ ହେଲେଣି। ୧୦ ଜଣଙ୍କର ମୃତ୍ୟୁ ଘଟିଲାଣି। ୩୯୭ ଟି କେଶ୍ ଆକ୍ଟିଭ୍ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।