ଲମତାପୁଟ (ଜଗତ ଜୀବନ କଚମି): କୋରାପୁଟ ଜିଲ୍ଲା ଲମତାପୁଟ ସ୍ଥିତ କଡରିମାଳିପୁଟରେ ଗତ ରବିବାର ଅପରାହ୍ଣରେ ବିଏସ୍ଏଫ୍ ପକ୍ଷରୁ ଯାନବାହନ ଯାଞ୍ଚ କରାଯାଇଥିଲା। ଏହି ସମୟରେ ଏକ ସ୍କର୍ପିଓରୁ ୫୧ ଲକ୍ଷ ୧୬ ହଜାର ୬୫୦ ଟଙ୍କା ଜବତ କରାଯାଇଛି। ଏଥିସହ ଗାଡ଼ିକୁ ମଧ୍ୟ ଜବତ କରାଯାଇଛି। ଏହି ଘଟଣାରେ ବିଏସ୍ଏଫ ପକ୍ଷରୁ ୨ ଜଣ ଯୁବକଙ୍କୁ ଅଟକ ରଖି ପଚରାଉଚରା କରାଯାଇଥିଲା।
ଜବତ ହୋଇଥିବା ଟଙ୍କା ଜୟପୁରରୁ ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଜିଲ୍ଲାର ଗଡ଼ରମୁଣ୍ଡା ଗାଁକୁ ଯାଉଥିଲା ବୋଲି ଜଣାପଡ଼ିଛି। ଜବତ ହୋଇଥିବା ଟଙ୍କା ଓ ଗାଡ଼ି ସହ ୨ ଯୁବକଙ୍କୁ ମାଛକୁଣ୍ଡ ପୁଲିସ୍କୁ ହସ୍ତାନ୍ତର କରିଛି ବିଏସ୍ଏଫ୍।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।