ପୁଣି ୬ ହଜାର ତଳକୁ ଖସିଲା ରାଜ୍ୟର ଦୈନିକ କରୋନା ସଂକ୍ରମଣ, ଆଉ ୪୩ ମୃତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦୁଇ ଦିନ ପରେ ରାଜ୍ୟରେ ପୁଣି ୬ ହଜାର ତଳକୁ ଖସିଛି ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୨୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଉ ୪୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୫୨୩୫ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୯୫୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୨୭୮ଟି ହେଉଛି ଲୋକାଲ୍ କେସ୍‌। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା […]

corona testing

corona testing

Jitendra Garnayak
  • Published: Friday, 11 June 2021
  • Updated: 11 June 2021, 12:51 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦୁଇ ଦିନ ପରେ ରାଜ୍ୟରେ ପୁଣି ୬ ହଜାର ତଳକୁ ଖସିଛି ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୨୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଆଉ ୪୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୫୨୩୫ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୯୫୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୨୭୮ଟି ହେଉଛି ଲୋକାଲ୍ କେସ୍‌। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୨୬ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୫୭ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୨୭୭ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୨୦, ବରଗଡ଼ରୁ ୧୧୮, ଭଦ୍ରକରୁ ୨୧୭, ବଲାଙ୍ଗିରରୁ ୪୧, ବୌଦ୍ଧରୁ ୮୩, ଦେବଗଡ଼ରୁ ୧୪, ଢେଙ୍କାନାଳରୁ ୧୩୭, ଗଜପତିରୁ ୨୩, ଗଞ୍ଜାମରୁ ୭୭, ଯାଜପୁରରୁ ୩୯୪, ଜଗତସିଂହପୁରରୁ ୧୪୮, ଝାରସୁଗୁଡ଼ାରୁ ୨୭, କଳାହାଣ୍ଡିରୁ ୪୮, କନ୍ଧମାଳରୁ ୩୭, କେନ୍ଦ୍ରାପଡ଼ାରୁ ୨୩୭, କେନ୍ଦୁଝରରୁ ୧୧୫, କୋରାପୁଟରୁ ୧୨୭, ମାଲକାନଗିରିରୁ ୫୮, ମୟୂରଭଞ୍ଜରୁ ୨୮୫, ନବରଙ୍ଗପୁରରୁ ୧୮୬, ନୟାଗଡ଼ରୁ ୧୩୨, ନୂଆପଡ଼ାରୁ ୧୩, ପୁରୀରୁ ୨୩୪, ରାୟଗଡ଼ାରୁ ୧୨୯, ସମ୍ବଲପୁରରୁ ୬୬, ସୁବର୍ଣ୍ଣପୁରରୁ ୩୪ ଓ ସୁନ୍ଦରଗଡ଼ରୁ ୨୫୧ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ରୁ ୧୨୪ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ରାଜ୍ୟରେ ଆଉ ୪୩ କରୋନ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଅଛନ୍ତି। ଅନୁଗୋଳ, ବରଗଡ଼, ସୁନ୍ଦରଗଡ଼ ଓ କଟକରୁ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାରୁ ୩ ଜଣ ଲେଖାଏଁ ଅଛନ୍ତି। ବାଲେଶ୍ୱର, ଗଞ୍ଜାମ, ଝାରସୁଗୁଡ଼ା,କେନ୍ଦ୍ରାପଡ଼ା, ରାୟଗଡ଼ା ଓ ପୁରୀରୁ ୨ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ଢେଙ୍କାନାଳ, କନ୍ଧମାଳ, ନୟାଗଡ଼ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଅଛନ୍ତି।

ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୨୨କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୧୪୮, ବାଲେଶ୍ୱରରେ ୧୧୩, ବରଗଡ଼ରେ ୬୭, ବୌଦ୍ଧରେ ୬୮, କଟକରେ ୨୦୧, ଢେଙ୍କାନାଳରେ ୪୬, ଗଞ୍ଜାମରେ ୨୯୬, ଝାରସୁଗୁଡ଼ାରେ ୮୫, କଳାହାଣ୍ଡିରେ ୧୪୬, କନ୍ଧମାଳରେ ୪୪, କେନ୍ଦ୍ରାପଡ଼ାରେ ୫୯, ନୟାଗଡ଼ରେ ୫୫, ପୁରୀରେ ୧୬୭, ରାୟଗଡ଼ାରେ ୧୨୬, ସମ୍ବଲପୁରରେ ୯୮ ଓ ସୁନ୍ଦରଗଡ଼ରେ ୩୦୩କୁ ବୃଦ୍ଧି ପାଇଛି।

୫୨୩୫ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୪୨ ହଜାର ୪୬୧ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୭୨ ହଜାର ୯୭୨ ସୁସ୍ଥ ହୋଇସାରିଛନ୍ତି। ୬୬ ହଜାର ୨୨୬ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଉ ୪୩ ଜଣଙ୍କ ଜୀବନ ଯିବା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୨୧୦କୁ ବୃଦ୍ଧି ପାଇଛି।

ସୂଚନାଯୋଗ୍ୟ, ଜୁନ୍ ୯ ଓ ୮ ତାରିଖରେ ରାଜ୍ୟରେ ଯଥାକ୍ରମେ ୬୦୯୭ ଓ ୬୦୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଜୁନ୍ ୭ ତାରିଖରେ ଏହି ସଂଖ୍ୟା ୫୮୯୬ ରହିଥିଲା। ଆଉ ଜୁନ୍ ୧୦ରେ ଅର୍ଥାତ୍ ଗତ ୨୪ ଘଣ୍ଟାରେ ଏହା ପୁଣି ୬ ହଜାର ତଳକୁ ଖସିଛି। ସେହିପରି ଜୁନ୍‌ ୬ରେ ରାଜ୍ୟରେ ୬୧୧୮ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଜୁନ୍ ୫ରେ ଏହି ସଂଖ୍ୟା ୭୦୦୨ ରହିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story