ପୁଣି ୫୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା; ଗଞ୍ଜାମ ଆଗରେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି ୫୦୦ ଅତିକ୍ରମ କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୩ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୫୨୭ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୩୩୮ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିବା ବେଳେ ୧୮୯ଟି ଲୋକାଲ୍‌ କେସ୍‌ । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। Covid-19 Report For 7th July New Positive Cases: 527 In Quarantine: […]

corona-3.7

Niharika Rout
  • Published: Wednesday, 08 July 2020
  • , Updated: 08 July 2020, 10:33 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି ୫୦୦ ଅତିକ୍ରମ କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୩ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୫୨୭ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୩୩୮ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିବା ବେଳେ ୧୮୯ଟି ଲୋକାଲ୍‌ କେସ୍‌ । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪ରେ ପହଞ୍ଚିଛି। ସେଥିମଧ୍ୟରୁ ୬୭୦୩ଜଣ ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ୍‌ ହେଉଛି ୬୭୦୩।

Related story