ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ ଓଡ଼ିଶାର ୨୬ ବିଧାୟକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ ଓଡ଼ିଶାର ବିଧାୟକ। ସେଥିପାଇଁ ଆସନ୍ତାକାଲି ଏହି ୨୬ ବିଧାୟକ ଦିଲ୍ଲୀ ଅଭିମୁଖେ ବାହାରିବେ। ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ସମସ୍ତ ବିଧାୟକ ଦିଲ୍ଲୀ ଯିବେ। ଏହି ବିଧାୟକଙ୍କ ମଧ୍ୟରେ ବିଜେଡିର ୧୫ ଜଣ, କଂଗ୍ରେସର ୩ ଜଣ, ବିଜେପିର ୬ ଏବଂ ସିପିଆଇର ଜଣେ ବିଧାୟକ ଅଛନ୍ତି।  ଆସନ୍ତା ୩ ତାରିଖ ଦିନ ସମସ୍ତ ବିଧାୟକ ରାଷ୍ଟ୍ରପତିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଜୁଲାଇ ୨୫ ତାରିଖରେ ସଂସଦର […]

droupadi-mumrmu

droupadi-mumrmu

Tapaswini Nayak
  • Published: Monday, 01 August 2022
  • Updated: 01 August 2022, 02:02 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବେ ଓଡ଼ିଶାର ବିଧାୟକ। ସେଥିପାଇଁ ଆସନ୍ତାକାଲି ଏହି ୨୬ ବିଧାୟକ ଦିଲ୍ଲୀ ଅଭିମୁଖେ ବାହାରିବେ। ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ସମସ୍ତ ବିଧାୟକ ଦିଲ୍ଲୀ ଯିବେ।

ଏହି ବିଧାୟକଙ୍କ ମଧ୍ୟରେ ବିଜେଡିର ୧୫ ଜଣ, କଂଗ୍ରେସର ୩ ଜଣ, ବିଜେପିର ୬ ଏବଂ ସିପିଆଇର ଜଣେ ବିଧାୟକ ଅଛନ୍ତି।  ଆସନ୍ତା ୩ ତାରିଖ ଦିନ ସମସ୍ତ ବିଧାୟକ ରାଷ୍ଟ୍ରପତିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

ଜୁଲାଇ ୨୫ ତାରିଖରେ ସଂସଦର ସେଣ୍ଟ୍ରାଲ ହଲରେ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଥିଲେ। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଏନଭି ରମନ୍ନା ପଦ ଓ ଗୋପାନୀୟତାର ଶପଥ ପାଠ କରାଇଥିଲେ।

ମୟୂରଭଞ୍ଜର ଉପରବେଡ଼ା ଭଳି ଗୋଟିଏ ଛୋଟିଆ ଗାଁରେ ଜନ୍ମ ଗ୍ରହଣ କରିଥିବା ଦ୍ରୌପଦୀ ମୁର୍ମୁ ଏବେ ମାଡାମ ପ୍ରେସିଡେଣ୍ଟ। ସେ ପ୍ରଥମ ଆଦିବାସୀ ମହିଳା ଓ ପ୍ରଥମ ଓଡ଼ିଆ ଭାବେ ଦେଶର ସର୍ବୋଚ୍ଚ ପଦ ଅଳଙ୍କୃତ କରିଛନ୍ତି।

ଦ୍ରୌପଦୀ ମୁର୍ମୁଙ୍କ ଶପଥ ପାଠ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ସମସ୍ତ କେନ୍ଦ୍ରମନ୍ତ୍ରୀ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବରିଷ୍ଠ ନେତା ମୁରଲୀ ମନୋହର ଯୋଶୀ, ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ  ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହିଥିଲେ।

ଜଣେ ଓଡ଼ିଆ ଝିଅର ଏପରି ସଫଳତା ପାଇଁ ଭୁବନେଶ୍ୱରରୁ ରାଇରଙ୍ଗପୁର ଯାଏ ଉତ୍ସବର ପରିବେଶ ସୃଷ୍ଟି ହୋଇଥିଲା। ଦେଶର ବିଭିନ୍ନ ପ୍ରାନ୍ତରେ ମଧ୍ୟ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଓଡ଼ିଶାର ସମସ୍ତେ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଗର୍ବ ଅନୁଭବ କରୁଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story