ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ଅମ୍ଫାନ’ ପରେ ପୁନରୁଦ୍ଧାର ପାଇଁ ପଶ୍ଚିମବଙ୍ଗ ଯାଇ ODRAF/NDRF/ FIREର ୫୪ ଯବାନ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ପୂର୍ବରୁ କଟକ ମୁଣ୍ଡଳୀ NDRF କ୍ୟାମ୍ପର ୫୦ ଯବାନ ‘କରୋନା’ରେ ଆକ୍ରାନ୍ତ ହୋଇଥିଲେ।
ସୂଚନାରୁ ପ୍ରକାଶ, ବାତ୍ୟା ଅମ୍ଫାନର ମୁକାବିଲା ପାଇଁ ୧୬୭ NDRF ଯବାନ ପଶ୍ଚିମବଙ୍ଗ ଯାଇଥିଲେ। ଉଦ୍ଧାର କାର୍ଯ୍ୟ ପରେ ସେମାନେ ଓଡ଼ିଶା ଫେରିବା ପରେ କ୍ୱାରେଣ୍ଟାଇନ୍ରେ ରହିଥିଲେ। ଏହି ସମୟ ଭିତରେ ଜଣେ ଯବାନଙ୍କ ରକ୍ତ ଓ ସ୍ୱାବ୍ ଟେଷ୍ଟ ପାଇଁ ପଠା ଯାଇଥିଲା। ତାଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା। ପରେ ଅନ୍ୟ ସମସ୍ତଙ୍କ ରକ୍ତ ଓ ସ୍ୱାବ୍ ଟେଷ୍ଟ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।