ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗରରୁ ଆଜି ଆଉ ୫୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୨୨୦ କ୍ୱାରେଣ୍ଟାଇନ୍ରୁ ଓ ୩୨୧ ଲୋକାଲ କଣ୍ଟାକ୍ଟ କେସ୍। ଏନେଇ ଭୁବନେଶ୍ୱର ମହାନଗର ନଗମ(ବିଏମ୍ସି) ଟ୍ୱିଟ୍ କରିଛି। ଏହାଛଡ଼ା ୩୦୦ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।
https://twitter.com/bmcbbsr/status/1301125407576522754?s=20
ଆଜି ଭୁବନେଶ୍ୱରରୁ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଏକ ଘରୋଇ ହସ୍ପିଟାଲର ୨୩ କର୍ମଚାରୀ ଅଛନ୍ତି। ସେହିପରି ୧୬ ପୁଲିସ କର୍ମଚାରୀ ମଧ୍ୟ କରୋନାରେ ଅକ୍ରାନ୍ତ ହୋଇଛନ୍ତି। ଭୀମପୁର କେଳାସାହିରୁ ୧୧, ପଟିଆରୁ ୧୧, ଶୈଳଶ୍ରୀ ବିହାରରୁ ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ବିଏମ୍ସି ଅଞ୍ଚଳରେ ୧୧୨୭୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିତରୁ ୪୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬୯୩୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ୪୨୮୨ ଜଣ ଏବେ ବିଭିନ୍ନ କୋଭିଡ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।