ଭୁବନେଶ୍ୱରରୁ ୫୪୧ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୩୨୧ ଲୋକାଲ୍‌ କେସ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗରରୁ ଆଜି ଆଉ ୫୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୨୨୦ କ୍ୱାରେଣ୍ଟାଇନ୍‌ରୁ ଓ ୩୨୧ ଲୋକାଲ କଣ୍ଟାକ୍ଟ କେସ୍‌। ଏନେଇ ଭୁବନେଶ୍ୱର ମହାନଗର ନଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ୩୦୦ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in the last 24 hrs under the BMC area on 2nd Sep 2020(till 9am). […]

bbsr

bbsr

Manoranjan Sial
  • Published: Wednesday, 02 September 2020
  • Updated: 02 September 2020, 05:41 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗରରୁ ଆଜି ଆଉ ୫୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୨୨୦ କ୍ୱାରେଣ୍ଟାଇନ୍‌ରୁ ଓ ୩୨୧ ଲୋକାଲ କଣ୍ଟାକ୍ଟ କେସ୍‌। ଏନେଇ ଭୁବନେଶ୍ୱର ମହାନଗର ନଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ୩୦୦ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

https://twitter.com/bmcbbsr/status/1301125407576522754?s=20

ଆଜି ଭୁବନେଶ୍ୱରରୁ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଏକ ଘରୋଇ ହସ୍ପିଟାଲର ୨୩ କର୍ମଚାରୀ ଅଛନ୍ତି। ସେହିପରି ୧୬ ପୁଲିସ କର୍ମଚାରୀ ମଧ୍ୟ କରୋନାରେ ଅକ୍ରାନ୍ତ ହୋଇଛନ୍ତି। ଭୀମପୁର କେଳାସାହିରୁ ୧୧, ପଟିଆରୁ ୧୧, ଶୈଳଶ୍ରୀ ବିହାରରୁ ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରେ ୧୧୨୭୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିତରୁ ୪୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬୯୩୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ୪୨୮୨ ଜଣ ଏବେ ବିଭିନ୍ନ କୋଭିଡ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story