୨୩ ଜିଲ୍ଲାରୁ ୫୪୩ ପଜିଟିଭ ଚିହ୍ନଟ, ୧୪ ହଜାର ପାର୍‌ କଲା ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୩ ଜିଲ୍ଲାରୁ ନୂଆ ୫୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୫୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୮୯ ଜଣ ଲୋକାଲ୍‌ କେସ୍। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୮୮ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। Covid-19 Report For 13th July New Positive Cases: 543 In Quarantine: 354 Local Contacts: 189 (Details of local […]

corona-10

corona-10

Niharika Rout
  • Published: Tuesday, 14 July 2020
  • Updated: 14 July 2020, 12:08 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୩ ଜିଲ୍ଲାରୁ ନୂଆ ୫୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୫୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୮୯ ଜଣ ଲୋକାଲ୍‌ କେସ୍। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୮୮ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୮୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୮୭, ସୁନ୍ଦରଗଡ଼ ଜିଲ୍ଲାରୁ ୫୨, କଟକ ଜିଲ୍ଲାରୁ ୩୯ ଜଣ, ଗଜପତିରୁ ୨୯, ରାୟଗଡ଼ାରୁ ୨୪, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରୁ ୨୨ ଜଣ ଲେଖା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଜଗତସିଂହପୁର ଜିଲ୍ଲାରୁ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମାଲକାଗିରିରୁ ୧୧ , କେନ୍ଦ୍ରାପଡ଼ାରୁ ୧୦, ବାଲେଶ୍ୱର ଜିଲ୍ଲାରୁ ୮, ପୁରୀ, ବୌଦ୍ଧ ଜିଲ୍ଲାରୁ ୭ ଜଣ ଲେଖାଏ, ଝାରସୁଗୁଡ଼ାରୁ ୬, ବଲାଙ୍ଗିରରୁ ୫ ଓ ବରଗଡ଼ରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ, ଢେଙ୍କାନାଳ , ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏ, ଅନୁଗୁଳ, ଭଦ୍ରକ ଜିଲ୍ଲା, ଯାଜପୁର, ନୟାଗଡ଼ରୁ  ଜଣେ ଲେଖାଏ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୨୮୦ରେ ପହଞ୍ଚିଥିବା ବେଳେ ୯୨୫୫ ଜଣ ସୁସ୍ଥ ହୋଇ ସାରିଲେଣି। ୪୯୨୯ ଜଣ ଚିକିତ୍ସାଧଇନ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story