କଟକରେ ଆଜି ଆଉ ୫୬

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଟକ ସହରରେ ଆଜି ଆଉ ୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୬ରୁ ୫୪ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଛନ୍ତି। ଅନ୍ୟ ୨ ଜଣ ଲୋକାଲ କଣ୍ଟାକ୍ଟ। ଚଣ୍ଡିମନ୍ଦିର ଛକ ଖ୍ରୀଷ୍ଟିଆନ ସାହିରୁ ୨୫ ଆକ୍ରାନ୍ତ ଚିହ୍ନଟ ଚିହ୍ନଟ ହୋଛନ୍ତି।
ମାଲଗୋଦାମ ବେହେରା ସାହିରୁ ଆଉ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୁରୁଣା ରାଉସାପାଟଣାରୁ ୭, କେଶରପୁର ସତ୍ୟମ ଫ୍ଲାଟରୁ ୨ ଜଣ  ଚିହ୍ନଟ ହୋଇଛନ୍ତି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।