ରାଜ୍ୟରେ ଆଜି ରେକର୍ଡ ୫୬୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ସର୍ବାଧିକ ୫୬୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ଏଯାବତ୍ ୭୯୭୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଆଜି ସୁସ୍ଥ ହୋଇଥିବା ୫୬୫ ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୧୮୫ ଜଣ ଅଛନ୍ତି। ତା’ପଛକୁ ରହିଛି ରାୟଗଡ଼ା। ଏଠାରୁ ୮୫ ଜଣ ସୁସ୍ଥ ହୋଇଛନ୍ତି। Achieving a record high discharge of […]

corona-2.4

corona-2.4

Jitendra Garnayak
  • Published: Friday, 10 July 2020
  • Updated: 10 July 2020, 07:08 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ସର୍ବାଧିକ ୫୬୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ଏଯାବତ୍ ୭୯୭୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।

ଆଜି ସୁସ୍ଥ ହୋଇଥିବା ୫୬୫ ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୧୮୫ ଜଣ ଅଛନ୍ତି। ତା’ପଛକୁ ରହିଛି ରାୟଗଡ଼ା। ଏଠାରୁ ୮୫ ଜଣ ସୁସ୍ଥ ହୋଇଛନ୍ତି।

ବଲାଙ୍ଗିରରୁ ୪୫ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୩୨, ମାଲକାନଗିରିରୁ ୩୦, ବରଗଡ଼ରୁ ୨୪, ସୁନ୍ଦରଗଡ଼ରୁ ୨୪, ଅନୁଗୋଳରୁ ୨୩, ବାଲେଶ୍ୱରରୁ ୧୭, ଜଗତସିଂହପୁରରୁ ୧୭, ଖୋର୍ଦ୍ଧାରୁ ୧୫, ଯାଜପୁରରୁ ୧୩ ଓ କେନ୍ଦ୍ରାପଡ଼ାରୁ ୧୦ ଜଣ ସୁସ୍ଥ ହୋଇଛନ୍ତି। ଗଜପତି, ଝାରସୁଗୁଡ଼ା ଓ ନବରଙ୍ଗପୁରରୁ ୮ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜରୁ ୭ ଜଣ, ଭଦ୍ରକରୁ ୪, ପୁରୀରୁ ୩, ଢେଙ୍କାନାଳ ଓ କେନ୍ଦୁଝରରୁ ୨ ଜଣ ଲେଖାଏଁ, ବୌଦ୍ଧ, କନ୍ଧମାଳ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story